ସାଧାରଣ ଲୋକେ ବି ହେବେ ସରକାରଙ୍କ ବ୍ୟବସାୟିକ ଅଂଶୀଦାର…

ନୂଆଦିଲ୍ଲୀ,୨୯।୧୦ : ଭାଜପା ସଂସଦୀୟ ବୋର୍ଡରୁ ବାଦ ପଡ଼ିବା ପରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ତାଙ୍କ ବିବୃତ୍ତି ପାଇଁ ଗଣମାଧ୍ୟମର ଶୀର୍ଷରେ ରହିଛନ୍ତି। ଭାରତୀୟ ଜନତା ଦଳର ବରିଷ୍ଠ ନେତାମାନେ ସର୍ବଦା ସେମାନଙ୍କ ବକ୍ତବ୍ୟ ବିଷୟରେ ଆଲୋଚନାରେ ରହିଥାନ୍ତି। ଇତିମଧ୍ୟରେ, ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଇନଭିଷ୍ଟ ଏନସିଡି ତାଲିକାଭୁକ୍ତ ହେବା ଅବସରରେ ନିତିନ ଗାଡକରୀ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଯେ ଏହି ଐତିହାସିକ ମୂହୁର୍ତ୍ତ ନେଇ ମୁଁ ବେଶ ଆନନ୍ଦିତ।

ସେ କହିଛନ୍ତି ଯେ ଭିତ୍ତିଭୂମି କ୍ଷେତ୍ରରେ ଦେଶର ସାଧାରଣ ନାଗରିକଙ୍କୁ ପୁଞ୍ଜି ବିନିଯୋଗ ସୁଯୋଗ ଦେବା ପାଇଁ ସରକାର ଇନଭିଷ୍ଟ ଏନସିଡି ଗଠନ କରିଛନ୍ତି। ଏଥିମଧ୍ୟରୁ ୨୫ ପ୍ରତିଶତ ଏନସିଡିର ଅଣ ପରିବର୍ତ୍ତନଶୀଳ ଡିଭେଞ୍ଜର ଖୁଚୁରା ନିବେଶକାରୀଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଫଳରେ ଏଣିକି ସାଧାରଣ ଲୋକେ ବି ସରକାରଙ୍କ ବ୍ୟବସାୟିକ ଅଂଶୀଦାର ହୋଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri