Posted inଖେଳ

ସ୍ବର୍ଣ୍ଣ ଜିତିଲେ ପିଭି ସିନ୍ଧୁ

ବର୍ମିଂହାମ,୮।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶେଷ ଦିନରେ ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ମ୍ୟାଚରେ କାନାଡାର ମିସେଲ ଲିଙ୍କୁ ପରାସ୍ତ କରିଥିଲେ। ପୂର୍ବରୁ ମଧ୍ୟ ସେମିଫାଇନାଲ ମ୍ୟାଚରେ ସିନ୍ଧୁ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଏହାକୁ ବଜାୟ ରଖି ସ୍ବର୍ଣ୍ଣ ଜିତିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଭାରତ ପାଇଁ ଏହା ହେଉଛି ୧୯ତମ ସ୍ବର୍ଣ୍ଣ ପଦକ।
ସୂଚନାଯୋଗ୍ୟ, ବ୍ୟାଡମିଣ୍ଟନରେ ଏହା ଭାରତର ପ୍ରଥମ ସ୍ବର୍ଣ୍ଣ ପଦକ। ଭାରତ ବର୍ତ୍ତମାନ ୧୯ଟି ସ୍ବର୍ଣ୍ଣ ପଦକ ସହ ଚତୁର୍ଥ ସ୍ଥାନରେ ପହଞ୍ଚିଛି। ସ୍ବର୍ଣ୍ଣ ସହିତ ଭାରତ ମଧ୍ୟ ୧୫ଟି ରୌପ୍ୟ ଏବଂ ୨୨ଟି ବ୍ରୋଞ୍ଜ ପଦକ ଜିତିଛି। ବର୍ତ୍ତମାନ ଭାରତରେ ମୋଟ ୫୬ଟି ପଦକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri