ରାଜ୍ୟରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ପଣଜୀ,୨୭।୬: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୋଆରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଗଲାଣି ବୋଲି ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ କହିଛନ୍ତି। ରାଜ୍ୟର କେତେକ ସ୍ଥାନରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଦେଖାଯାଇଥିବା ବେଳେ ଏହାର ମୁକାବିଲା ପାଇଁ ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟ ବାହାରୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କ କରୋନା ଯାଞ୍ଚ କରାଯାଇ ୧୪ଦିନ ଯାଏଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସାଓ୍ବନ୍ତ କହିଛନ୍ତି। ସୂଚନାଯୋଗ୍ୟ, ଗୋଆରେ ଗୋଟିଏ ଦିନରେ ୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩୯ରେ ପହଞ୍ଚିଛି। ସେଥିମଧ୍ୟରୁ ୬୬୭ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୦ଜଣ ସୁସ୍ଥ ଓ ୨ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?