ପିଚୁ ରାସ୍ତା ଖୋଳି ପାଇପ୍‌ ଲାଇନ ବିଛାଉଛି କମ୍ପାନୀ, ବିନା ଅନୁମତିରେ…

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମେଗା ପାନୀୟ ଜଳ ଯୋଗାଣ ପାଇଁ ପାଇପ ଲାଇନ୍‌ ବିଛାଇବା କାର୍ଯ୍ୟକୁ ଠିକାରେ ନେଇଥିବା କମ୍ପାନୀ ମନଇଚ୍ଛା ବିନା ଅନୁମତିରେ ପିଚୁ ଓ କଂକ୍ରିଟ ରାସ୍ତା ଖୋଳି ନଷ୍ଟ କରୁଥିବା ଦେଖିବାକୁ ମିଳିଛି। ପୂର୍ତ୍ତ ବିଭାଗ ସୁଆମ ହନୁମାନ ଛକ ଠାରୁ ପିପିଳିଆକୁ ସଂଯୋଗ କରୁଥିବା ହନୁମାନ ଛକ, ସ୍ବାମ ରାସ୍ତା, ପାଟଣା କେନ୍ଦେପୋଷି ରାସ୍ତାର ପୁଟୁଳିଆ, ଟାଙ୍ଗରପଡ଼ା ଓ ପାଟଣା ତହସିଲ ପାଖରେ ବିରାଟ ଖାଲ କରିପକାଇଛି। ଏଥିସହ ସାମ ପିପିଳିଆ ରାସ୍ତାର ସାମ ରାସ୍ତାପାଶର୍‌ବ ଖୋଳି ପକାଇବା ସହ ୫ଦିନ ହେବ ବିପଦ ପୂର୍ଣ୍ଣ ଭାବେ ପିଚୁ ରାସ୍ତା ଉପରେ ମୋରମ ପକାଇ ରଖିଛି। ଫଳରେ ପିଚୁ ରାସ୍ତା ଉପରେ ମୋରମ ପଡ଼ି ରହିଥିବାରୁ ରାସ୍ତା ନଷ୍ଟ ହେବା ସହ ଗାଡ଼ି ସ୍ଲିପ୍‌ କରି ଦୁର୍ଘଟଣା ଘଟୁଛି। ଏନେଇ ପୂର୍ତ୍ତବିଭାଗ ଯନ୍ତ୍ରୀ ମହେଶ୍ୱର ପାଶାଙ୍କୁ ପଚାରିବାରୁ ଆମ ବିଭାଗର କୌଣସି ଅନୁମତି ନ ନେଇ ଏଲ୍‌ ଆଣ୍ଡଟି କମ୍ପାନୀ ରାସ୍ତା କାଟି ପକାଇଛି ତା’ ନାଁରେ ଥାନାରେ କେସ୍‌ କରାଇବାକୁ ବିଭାଗ ବିଚାର ବିମର୍ଷ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?