ସୁଶାନ୍ତଙ୍କ ଆତ୍ମହତ୍ୟା ପରେ ଲଗାତାର ବଦଳା ଯାଇଛି କମ୍ପାନୀର ଆଇପି ଆଡ୍ରେସ୍‌!

ମୁମ୍ବାଇ, ୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଜୁନ୍‌ ୨୩ଠାରୁ ଅଗଷ୍ଟ ୭ ମଧ୍ୟରେ ତାଙ୍କ କମ୍ପାନୀର ଆଇପି ଆଡ୍ରେସ୍‌ ୩ ଥର ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଲଗାତାର ୧୭ ଥର ଏହାକୁ ବଦଳା ଯାଇଛି। ଏହା ପଛରେ କେଉଁ କାରଣ ରହିଛି ସେନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଛି। ଏହି କମ୍ପାନୀର ନିର୍ଦ୍ଦେଶକ ଭାବେ ସୁଶାନ୍ତ ଏବଂ ରିଆ ଚକ୍ରବର୍ତ୍ତୀ କାର୍ଯ୍ୟ କରୁଥିଲେ। ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଟାଇବା ଲାଗି ଏଭଳି କରାଯାଇଥିବା ସନ୍ଦେହ କରାଯାଉଛି। ଜୁନ୍‌ ୧୪ରେ ସୁଶାନ୍ତଙ୍କ ମୃତ୍ୟୁର ୧୦ ଦିନ ପରେ କାହିଁକି ଆଇପି ଆଡ୍ରେସ୍‌ ବଦଳା ଯାଇଥିଲା। କାହା ଦ୍ୱାରା ଏହା କରାଯାଇଥିଲା ସେ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଶିବଲିଙ୍ଗ ଯାହାର ଚାରିପଟେ ଥରେ ବୁଲିଆସିବାକୁ ଲାଗେ ୧୫ ଦିନ…

ଏପରି ଏକ ଶିବମନ୍ଦିର ଯାହା ମନ୍ଦିର ପାଇଁ ନୁହେଁ ବରଂ ଶିବଲିଙ୍ଗ ଲାଗି ପ୍ରସିଦ୍ଧ ଲାଭ କରିଛି। ଲୋକମାନଙ୍କୁ ଏହି ଶିବଲିଙ୍ଗ ଚାରିପଟେ ପରିକ୍ରମା କରିବାକୁ...

ଫିଲ୍ମରେ ଖଳନାୟକ ସାଜି ଦର୍ଶକଙ୍କୁ ଡରାଉଥିବା ପ୍ରେମ୍‌ ନିଜେ ଡରନ୍ତି ଭୂତକୁ

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଖଳନାୟକ ଚରିତ୍ରରେ ଅଭିନୟକରି ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା କଳାକାର ହେଉଛନ୍ତି ପ୍ରେମ୍‌ ଚୋପ୍ରା। ୧୯୬୦ ମସିହାରେ ପଞ୍ଜାବୀ ଫିଲ୍ମରୁ...

‘ରାହୁଲଙ୍କ ଅହଙ୍କାର ବଡ଼, ବୁଝାମଣା ଛୋଟ’

ନୂଆଦିଲ୍ଲୀ,୨୪।୩: ଭାଜପା ସଭାପତି ଜେପି ନଡା ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ରାହୁଲ ଓବିସି ସମ୍ପ୍ରଦାୟକୁ ଅପମାନିତ କରିଥିବା ଅଭିଯୋଗ କରିଛନ୍ତି...

‘ହିନ୍ଦୁ ମୁସଲମାନ ଗୋଟିଏ ଥାଳିରେ ବସି ଖାଆନ୍ତୁ’, ଏମିତି ପ୍ରାର୍ଥନା କରିଥିବା ଇମାମଙ୍କୁ ହତ୍ୟା

ଗୁରୁଗ୍ରାମ,୩।୮: ହରିୟାଣା ନୁହରେ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାର ପ୍ରଭାବ ଗୁରୁଗ୍ରାମରେ ବି ଦେଖିବାକୁ ମିଳିଛି। ଗୁରୁଗ୍ରାମର ଅଞ୍ଜୁମାନ ମସଜିଦରେ କିଛି ଲୋକ ନିଆଁ ଲଗାଇ...

ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ମନୋଜ

ନୂଆଦିଲ୍ଲୀ,୨୯।୬:ରାଜଧାନୀ ଦିଲ୍ଲୀରେ ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ। ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ଯେମିତି ରୋମିଓଙ୍କୁ ପାନେ...

କଶ୍ମୀର ଆତଙ୍କବାଦୀଙ୍କୁ ଜୈଶ୍‌ କମାଣ୍ଡରଙ୍କ ବାର୍ତ୍ତା: ବିସ୍ଫୋରକ ଯୋଗାଣରେ ସମସ୍ୟା ହେଉଛି

ନୂଆଦିଲ୍ଲୀ, ୨୫ା୧୧: ଜମ୍ମୁର ନାଗ୍ରୋଟାରେ ୪ ସଶସ୍ତ୍ର ପାକ୍‌ ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଆତଙ୍କବାଦୀ ଶିବିରରେ କୋକୁଆ ଭୟ ସୃଷ୍ଟି ହୋଇଛି। କଶ୍ମୀରରେ ଥିବା...

ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି।...

ଭୁଷୁଡି ପଡିଥିବା କୋଠାତଳୁ ଉଦ୍ଧାର ହେଲା ଜୀବନ୍ତ ଶିଶୁ

ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏହା ତଳେ ୪୦ରୁ ୫୦ ଲୋକ...

Advertisement
Archives

Model This Week