Posted inଜାତୀୟ

ମୋଦିଙ୍କୁ ବାଇଡେନଙ୍କ ସହ ତୁଳନା କଲେ ରାହୁଲ, କହିଲେ ଉଭୟଙ୍କୁ ହୋଇଛି ସମାନ ରୋଗ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ସମୟରେ ଲୋକ ସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ଶନିବାର (ନଭେମ୍ବର ୧୬) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରି ମୋଦି ସ୍ମୃତି ଶକ୍ତି ହରାଇଥିବା କହିଛନ୍ତି।

ଅମରାବତୀରେ କଂଗ୍ରେସ ଏମପି କହିଛନ୍ତି, ମୋ ଭଉଣୀ ପ୍ରିୟଙ୍କା ଗାନ୍ଧୀ ମୋତେ କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ଭାଷଣ ଶୁଣିଛନ୍ତି, ସେ କହୁଛନ୍ତି ଯେ ଆମେ ଯାହା କହୁଛୁ, ପ୍ରଧାନମନ୍ତ୍ରୀ ମଧ୍ୟ ତାହା କହୁଛନ୍ତି, ମୁଁ ଜାଣେ ନାହିଁ, ସେ ସ୍ମୃତି ଶକ୍ତି ହରାଇଛନ୍ତି। ଯେମିତି ଆମେରିକାର ରାଷ୍ଟ୍ରପତି ଭୁଲି ଯାଉଥିଲେଯେ ସ କ’ଣ କହିବାକୁ ଯାଉଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ୟୁକ୍ରେନର ରାଷ୍ଟ୍ରପତି ସେଠାକୁ ଆସିଥିଲେ ଏବଂ ଆମେରିକାର ରାଷ୍ଟ୍ରପତି କହୁଛନ୍ତି ଯେ ରୁଷିଆର ରାଷ୍ଟ୍ରପତି ଆସିଛନ୍ତି। ତା’ପରେ ଲୋକମାନେ ତାଙ୍କ ପଛକୁ ଆସି କହିଥିଲେ ଯେ ସେ ୟୁକ୍ରେନର ରାଷ୍ଟ୍ରପତି ରୁଷିଆର ନୁହଁନ୍ତି। ସେ ତାଙ୍କର ସ୍ମୃତି ଶକ୍ତି ହରାଇଥିଲେ। ସେହିଭଳି ଆମର ପ୍ରଧାନମନ୍ତ୍ରୀଙ୍କର ମଧ୍ୟ ମେମୋରି ଲସ୍‌ ହୋଇଛି। ମୁଁ ଜାଣେ ନାହିଁ ଯେ ସେ ଜନସାଧାରଣଙ୍କ ଆଗରେ କହିବା ଆରମ୍ଭ କରନ୍ତି କି ମହାରାଷ୍ଟ୍ର ସରକାର କ୍ୱିଣ୍ଟାଲ ପିଛା ୬୦ହଜାର ଟଙ୍କା ଦିଅନ୍ତି, ମୁ କହୁଛି ଭାଜପା ସମ୍ବିଧାନ ଉପରେ ଆକ୍ରମଣ କରୁଛି, ସେ କହୁଛନ୍ତି କଂଗ୍ରେସ ସମ୍ବିଧାନ ଉପରେ ଆକ୍ରମଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri