Posted inଖେଳ

ପୃଥ୍ବୀଙ୍କ ପାଇଁ ବଢୁଛି ଅଡୁଆ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ କ୍ୟାପିଟାଲ ଷ୍ଟାରର ଯୁବ ଓପନର୍‌ ପୃଥ୍ବୀ ଶ’ଙ୍କ ପାଇଁ ଅଡୁଆ ବଢୁଛି। ଦୁଇ ମାସ ପୂର୍ବେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପ୍‌ନା ଗିଲ୍‌ଙ୍କ ସହ ଝଗଡ଼ା ଲାଗି ସପ୍‌ନା ବର୍ତ୍ତମାନ ମୁମ୍ବାଇ କୋର୍ଟରେ ପହଞ୍ଚିଛନ୍ତି। ସପ୍‌ନା ଆନ୍ଧ୍ର ମାଜିଷ୍ଟ୍ରେଟଙ୍କ ନିକଟରେ ପୃଥ୍ବୀ ଏବଂ ତାଙ୍କ ବନ୍ଧୁଙ୍କ ବିରୋଧରେ ଏକ ଅପରାଧିକ ମାମଲା ଦାୟର କରିଛନ୍ତି।

ସୋସିଆଲ ମିଡିଆ ସେନ୍‌ସର ସପ୍‌ନା ପୃଥ୍ବୀ ତାଙ୍କୁ ଭୁଲ ତରିକାରେ ସ୍ପର୍ଶ କରିବା ସହ ତାଙ୍କୁ ଦୂରକୁ ଠେଲିଦେବା ପାଇଁ ବ୍ୟାଟ୍‌ରେ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି। ଅଭିଯୋଗ କରି ସପନା ଏଫ୍‌ଆଇଆର ଦାୟର କରିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ସପନାଙ୍କ ଓକିଲ କହିଛନ୍ତି, ବିମାନବନ୍ଦର ପୋଲିସ ଷ୍ଟେଶନ ବିରୋଧରେ ମଧ୍ୟ ଏକ ରିପୋର୍ଟ ଦାଖଲ କରାଯାଇଛି। ସପ୍‌ନାଙ୍କ ଅନୁଯାୟୀ, ଯେତେବେଳେ ଏହି ଘଟଣା ଘଟିଥିଲା ସେତେବେଳେ ବିମାନବନ୍ଦର ପୋଲିସ ପୃଥ୍ବୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ମନା କରିଦେଇଥିଲା। ସପ୍‌ନାଙ୍କ ଓକିଲ କହିଛନ୍ତି, ଏପ୍ରିଲ ୧୭ ରେ ଏହି ମାମଲାର ଶୁଣାଣି ହେବ।

ବର୍ତ୍ତମାନ ପୃଥ୍ବୀ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri