ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର, ୨୭।୮: ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି। ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ ପ୍ରଶ୍ନ ପଚାରିବା ଅଭିଯୋଗ ହୋଇଛି। ସନ୍ଦେହଜନକ ସମ୍ପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା , ନ୍ୟୁକ୍ଲିୟର ବୁଡ଼ା ଜାହାଜ, ମିଶାଇଲ ସିଷ୍ଟମ ସମ୍ପର୍କିତ ତଥ୍ୟ ପଚାରିବା ଅଭିଯୋଗ ହୋଇଛି। ଗୃହ ମନ୍ତ୍ରାଳୟ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଦୁଇଟି ଅଭିଯୋଗ ଦାୟର କରାଯାଇଛି। ଅଭିଯୋଗ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ଗ୍ରହଣ କରାଯାଇଥିବା ସୂଚନା ମିଳିଛି। ଅଭିଯୋଗ ଗ୍ରହଣ ପରେ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri