ନିମ୍ନମାନର ରାସ୍ତା କାର୍ଯ୍ୟ ପାଇଁ ଅଭିଯୋଗ; ଦୁଇ ମାସ ପୂରିନି ରାସ୍ତାରୁ ଉଠିଲା ପିଚୁ

ଗଞ୍ଜାମ,୬।୧୧(ଡି.ଏନ୍‌.ଏ. ): ଗଞ୍ଜାମ ସହର ଦାମୋଦର ପୁର ଛକ ଠାରୁ ତ୍ରିବେଣୀ ମଠ ଛକ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ପାଇଁ ୬ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି l କିନ୍ତୁ ନିମ୍ନ ମାନର କାର୍ଯ୍ୟ ଯୋଗୁ ରୋଡ଼ରେ ପିଚୁ ପଡିବାର ଦୁଇ ମାସ ନ ପୂରୁଣୁ ପିଚୁ ଉଠି ଯାଇଥିବା ଦେଖିବାକୁ ମିଳିଛି l ଯାହା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି l ଏ ନେଇ ଉଚ୍ଚ ସ୍ତରୀୟ ତଦନ୍ତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?