ନିର୍ଦ୍ଧାରିତ ସମୟରେ ସବୁ କାମ ଶେଷ କର

ଭୁବନେଶ୍ବର,୨୫ା୧୧(ବ୍ୟୁରୋ):ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି ା ଗୁରୁବାର ପୂର୍ବାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗର ସମ୍ମିଳନୀ କକ୍ଷରେ ଆଭାସି ମାଧ୍ୟମରେ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ା ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା, ବିଜୁ ସେତୁ ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, କୋଠାବାଡ଼ି, ଜିଲା ଖଣିଜ ପାଣ୍ଠି, ଓମ୍‌ବାଡ୍‌ସି ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ସହ ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ଏବଂ ମୁଖ୍ୟମନ୍ତ୍ରୀ ଜନଶୁଣାଣିର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଛି ା ରାଜ୍ୟର ସମସ୍ତ ୬୦ ଡିଭିଜନ ଏବଂ ୧୩ଟି ସର୍କଲ ଇଞ୍ଜିନିୟରିଂ ସଂସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନଙ୍କୁ ନେଇ ସମସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରମୁଖ ଶାସନ ସଚିବ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ସମାପନ କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ ଇଞ୍ଜିନିୟରମାନଙ୍କୁ ସର୍ବୋଚ୍ଚ ଯନ୍ତ୍ରୀଙ୍କ ଦ୍ୱାରା ବୈଷୟିକ ଜ୍ଞାନକୌଶଳ ସମ୍ପର୍କିତ ଏକ ଭିଡିଓ ପ୍ରଦର୍ଶନ ସହ ଆଲୋଚନା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri