Posted inଜାତୀୟ

ସଂସଦରେ କଂଗ୍ରେସ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଗୋୟଲ

ନୂଆଦିଲ୍ଲୀ,୧୯।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତ ଏବଂ ଚାଇନା ସୈନିକଙ୍କ ମଧ୍ୟରେ ସଂଘର୍ଷକୁ ନେଇ ସଂସଦରେ ହଟ୍ଟଗୋଳ ପରିସ୍ଥିତି ଦେଖିବାକୁ ମିଳୁଛି। ଗୋଟିଏ ପଟେ ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ ଅନ୍ୟ ପଟେ ସରକାରଙ୍କ ମନ୍ତ୍ରୀମାନେ ମଧ୍ୟ ବିରୋଧୀଙ୍କୁ ମୁହଁତୋଡ ଜବାବ ଦେଉଛନ୍ତି। ଏହିକ୍ରମରେ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲ କଂଗ୍ରେସ ଉପରେ ଅଭିଯୋଗ କରିଛନ୍ତି। କଂଗ୍ରେସ ଦଳ ଅତି ନିମ୍ନ ସ୍ତରର ରାଜନୀତି କରୁଥିବା ସୋମବାର ସେ ଅଭିଯୋଗ ଆଣିଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତାଙ୍କ ବିବୃତ୍ତିରେ କହିଛନ୍ତି, ବିରୋଧୀ ଦଳର ନିରାଶା ଏବଂ ସମ୍ପୂର୍ଣ୍ଣ ସମ୍ମାନର ଅଭାବ ଗୃହରେ ଦେଖାଯାଉଛି। ଯାହା ଏତେ ସ୍ତରରେ ପହଞ୍ଚିଛି ଯେ ସେମାନେ ସଂସଦର କାର୍ଯ୍ୟରେ କୌଣସି ନିୟମକୁ ବିଶ୍ୱାସ କରୁନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ସମ୍ପ୍ରଦାୟ ବିଷୟରେ ଭୁଲ ବୟାନବାଜୀ କର ନାହିଁ: ମୋଦି

ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି(ଭାଜପା)ର ଜାତୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁସଲମାନ ସମ୍ପ୍ରଦାୟ ବିଷୟରେ ଖରାପ...

ଦିଲ୍ଲୀରେ ଦ୍ୱିତୀୟ ଲହର ନେଲାଣି ୧୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨୨।୫: କରୋନାର ଦ୍ୱିତୀୟ ଲହର ସାରା ଦେଶରେ ଜାରି ରହିଛି । ହେଲେ ସଂକ୍ରମଣ ବିରୋଧରେ ଲଢୁଥିବା ଡାକ୍ତରଙ୍କ ଜୀବନ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ହୋଇଛି। ଇଣ୍ଡିଆନ...

କଂଗ୍ରେସର ବୁଡି ଯାଉଥିବା ଜାହାଜକୁ ଛାଡି ଦେଉଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ରାହୁଲ: ଶିବରାଜ

ମୁମ୍ବାଇ,୨୮।୬: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ...

ହିଂସା ସ୍ଥଳ ପରିଦର୍ଶନ କରିବାକୁ ଶୁଭେନ୍ଦୁ ଅଧିକାରୀଙ୍କୁ ମନା

କୋଲକାତା,୧୨।୬: ପଶ୍ଚିମବଙ୍ଗ ହାଓ୍ବଡ଼ା ଜିଲାରେ ହିଂସାକାଣ୍ଡ ଘଟିଥିବା ଘଟଣାସ୍ଥଳ ପରିଦର୍ଶନ କରିବାକୁ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ମନା...

ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ

ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ...

ଏଲ୍‌ଏସିରେ ଉତ୍ତେଜନା: ଲଦାଖରେ ପହଞ୍ଚିଲେ ସେନାଧ୍ୟକ୍ଷ

ଲେହ, ୩।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସ୍ଥିତିର ସମୀକ୍ଷା ପାଇଁ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଲଦାଖର ଲେହରେ...

ଜମ୍ମୁ-କଶ୍ମୀରରେ ଧାରା ୩୭୦ ହଟାଇ ଦିଆଯିବା ପରେ ସଂସଦରେ ନିଜର ପୋଷାକ ଚିରିଲେ ପିଡିପି ନେତା

ନୂଆଦିଲ୍ଲୀ,୫।୮: ରାଜ୍ୟସଭାରେ ସୋମବାର ହଟ୍ଟଗୋଳ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ଘୋଷଣା କରିଥିଲେ। ଏହାପରେ ସଂସଦରେ ବହୁ...

ଲାଲ୍‌ କିଲ୍ଲାରେ ପତାକା ଉଡାଇଲେ ଆନ୍ଦୋଳନକାରୀ !

ନୂଆଦିଲ୍ଲୀ, ୨୬/୧: କୃଷି ଆଇନକୁ ବିରୋଧ କରି ଆନ୍ଦୋଳନକାରୀଙ୍କ ପକ୍ଷରୁ ଦିଲ୍ଲୀରେ ଟ୍ରାକ୍ଟର ରାଲି ହୋଇଛି। କେତେକ ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ପ୍ରବେଶ କରି ପତାକା...

Advertisement
Archives

Model This Week