ଔରଙ୍ଗାବାଦରେ ଲାଗିଲା ଲକଡାଉନ

ଔରଙ୍ଗାବାଦ,୧୩ ।୩: ମହାରାଷ୍ଟ୍ରରେ ବେଳକୁ ବେଳ ମାଡି ଚାଲିଛି କରୋନା ସଂକ୍ରମଣ । ଏହାକୁ ଦେଖି ସେଠାକାର ବିଭିନ୍ନ ଅଞ୍ଚଳରେ ଲକ୍‌ଡାଉନ ଜାରି କରାଗଲାଣି । ନାଗପୁର ପରେ ଏବେ ଔରଙ୍ଗାବଦରେ ବି ଲକଡାଉନ ଜାରି କରାଯାଇଛି । ସପ୍ତାହ ଶେଷରେ ଅର୍ଥାତ୍ ଶନିବାର ଓ ରବିବାର ଔରଙ୍ଗାବାଦ ବନ୍ଦ ରହିବ । ଏବେସୁଦ୍ଧା ଔରଙ୍ଗାବାଦରେ ୫୭ ହଜାର ୭୫୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୫ ହଜାର ୫୬୯ଜଣଙ୍କ ଚିକ୍‌ିତ୍ସା ଚାଲୁଛି । ଏହାକୁ ଦେଖି ସରକାର ସପ୍ତାହ ଶେଷରେ ଲକଡାଉନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ବେଳକୁ ବେଳ କଡା ପଦକ୍ଷେପ ନେଉଛନ୍ତି । ଏହା ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଥିଲେ ଯଦି ସ୍ଥିତି ଅଣାୟତ୍ତ ହୁଏ ତେବେ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରାଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri