Posted inଜାତୀୟ

ଜାନୁୟାରୀ ୨୩ରୁ ତାମିଲନାଡୁରେ ସମ୍ପୂର୍ଣ୍ଣ ଲକ୍‌ଡାଉନ

ତାମିଲନାଡୁ,୨୧।୧: ତାମିଲନାଡୁରେ କୋଭିଡ୍‌ ସଂକ୍ରମଣ ବଢିଚାଲିଛି। ତେବେ ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁରେ ଜାନୁୟାରୀ ୨୩ରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଲାଗୁ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଶୁକ୍ରବାର ଘୋଷଣା କରିଛନ୍ତି।
ନିୟମ ଅନୁଯାୟୀ, ସମସ୍ତ ଦୋକାନ, ବଜାର ବନ୍ଦ ରହିବ। କେବଳ ଡାକ୍ତରଖାନା, ଅତ୍ୟାବଶ୍ୟକ ଜିନିଷ, ଏଟିଏମ୍‌, ସାମଗ୍ରୀ ପରିବହନ ଏବଂ ପେଟ୍ରୋଲ ପମ୍ପ ଖୋଲିବାକୁ ଅନୁମତି ଦିଆଯିବ । ରେଷ୍ଟୁରାଣ୍ଟ ଏବଂ ହୋଟେଲରେ ବସି ଖାଇପାରିବେ ନାହିଁ। କେବଳ ପାର୍ସଲ ନେଇପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri