Posted inଜାତୀୟ

ଜ୍ଞାନବାପି ସର୍ଭେ ଶେଷ କରି ନଭେମ୍ବର ୧୭ ସୁଦ୍ଧା ଶେଷ କରି ରିପୋର୍ଟ ଦାଖଲ କର

ନୂଆଦିଲ୍ଲୀ,୩ା୧୧: ଜ୍ଞାନବାପି ମସ୍‌ଜିଦ ପରିସରର ବିଜ୍ଞାନ ଭିତ୍ତିକ ସର୍ଭେ ନଭେମ୍ବର ୧୭ ସୁଦ୍ଧା ଶେଷ କରି ରିପୋର୍ଟ ଦାଖଲ କରିବାକୁ ଉତ୍ତରପ୍ରଦେଶ ବାରାଣସୀର ଏକ ଅଦାଲତ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ସମୟ ବଢ଼ାଇବାକୁ ଏଏସ୍‌ଆଇ କରିଥିବା ନିବେଦନ ଉପରେ ଜିଲା ଜଜ୍‌ ଏ.କେ. ବିଶ୍ୱେସ ଉପରୋକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସର୍ଭେ ଶେଷ ହୋଇଥିଲେ ମଧ୍ୟ ରିପୋର୍ଟ ପ୍ରସ୍ତୁତ କରି ଦାଖଲ କରିବା ପାଇଁ ସମୟ ଆବଶ୍ୟକ ବୋଲି ଏଏସ୍‌ଆଇ ଅଦାଲତଙ୍କୁ କହିଥିଲା। ଗତ ମାସ ୫ ତାରିଖରେ ଅଦାଲତ ଏଏସ୍‌ଆଇର ସର୍ଭେ ସମୟକୁ ୪ ସପ୍ତାହ ବଢ଼ାଇବା ବେଳେ ଆଉ ସମୟ ବଢ଼ାଯିବ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ…

ଯୁଦ୍ଧ ଭିତରେ ‘ଏମରଜେନ୍ସି’ ଘୋଷଣା କଲା ଏହି ଦେଶ, ଲକ୍‌ଡାଉନ ପରି ବନ୍ଦ ହେଲା…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଚାପ ଏବେ ଫିଲିପାଇନ୍ସ ପର୍ଯ୍ୟନ୍ତ ପହଞ୍ଚିଛି। ସାତ ସମୁଦ୍ର ଦୂର। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ, ବିଶ୍ୱ ଇନ୍ଧନ ଯୋଗାଣ…

ଗୋଟି ଗୋଟି ସବୁ ଦେଶଠାରୁ ଯୁଦ୍ଧ କ୍ଷତି ଆଦାୟ କରିବ ଇରାନ, ଖେଳିଲା ବଡ଼ ଗେମ୍‌, ଏବେ ଭୋଗିବ ସାରା ବିଶ୍ୱ

ନୂଆଦିଲ୍ଲୀ, ୨୫।୩: ଟଳିନି ବିଶ୍ୱ ସଙ୍କଟ । ଯୁଦ୍ଧ ଦ୍ୱାରା ଏପର୍ଯ୍ୟନ୍ତ ହୋଇଥିବା କ୍ଷତି କେବଳ ଏକ ଝଲକ ଥିଲା। ପ୍ରକୃତ ସଙ୍କଟ ଏବେ ଆରମ୍ଭ ହୋଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri