Posted inଫୁରସତ

୬ ବର୍ଷ ବୟସରେ ସାରିଛନ୍ତି ହାଇସ୍କୁଲ ପଢ଼ା, ୧୧ ବର୍ଷରେ…

ପୃଥିବୀର ସବୁଠାରୁ ବୁଦ୍ଧିମାନ ବ୍ୟକ୍ତିଭାବେ ଆଲବର୍ଟ ଆଇନ୍‌ଷ୍ଟାଇନ୍‌ ଓ ଷ୍ଟିଫେନ୍‌ ହକିଂଗଙ୍କୁ ଗଣନା କରାଯାଏ। ହେଲେ ଏବେ ଜର୍ମାନୀର ଜଣେ ୧୧ ବର୍ଷୀୟା ଝିଅ ଆଇକ୍ୟୁ କ୍ଷେତ୍ରରେ ଏହି ବଡ଼ ବଡ଼ ଜ୍ଞାନୀଙ୍କୁ ପଛରେ ପକାଇ ଦେଇଛି। ଅଧାରା ପେରେଜ ସାଞ୍ଚେଜ୍‌ ନାମ୍ନୀ ଏହି ଝିଅ ମାତ୍ର ୬ ବର୍ଷ ବୟସରେ ହାଇସ୍କୁଲ ପଢ଼ା ସାରିଛନ୍ତି। ଆଉ ୧୧ ବର୍ଷ ବୟସରେ ଇଞ୍ଜିନିୟରିଂରେ ମାଷ୍ଟର ଡିଗ୍ରି ହାସଲ କରିଛନ୍ତି। କୁହାଯାଉଛି ଅଧାରାଙ୍କ ଆଇକ୍ୟୁ ସ୍ତର ହେଉଛି ୧୬୨, ଯାହାକି ଆଇନ୍‌ଷ୍ଟାଇନ୍‌ ଓ ଷ୍ଟିଫେନ୍‌ ହକିଂଗଠୁ ଅଧିକ। ଭବିଷ୍ୟତରେ ଅଧାରା ନାସାରେ କାମ କରିବାକୁ ଇଚ୍ଛା ରଖିଛନ୍ତି। ତେବେ ସୂଚନାଯୋଗ୍ୟ ଯେ, ଅଧାରା ଯେବେ ତିନି ବର୍ଷ ବୟସର ଥିଲେ ସେ ଅଟିଜମ୍‌ରେ ପୀଡ଼ିତ ବୋଲି ଜଣାପଡିଥିଲା, ଯାହାକି ମାନସିକ ବିକାଶକୁ ବାଧାଗ୍ରସ୍ତ କରିଥାଏ। ଏହି ରୋଗ ପାଇଁ ଅଧାରାଙ୍କୁ ସ୍କୁଲରେ ସାଙ୍ଗ ତାଙ୍କୁ ବହୁତ ହଇରାଣ କରୁଥିଲେ। ତେଣୁ ସେ ନିଜକୁ ନିଜ ଭିତରେ ସୀମିତ କରିଦେଇଥିଲେ। ଆଉ ନିଜର ସବୁ ଧ୍ୟାନ ପଢିବାରେ ଲଗାଇଦେଇଥିଲେ। ଖୁବ୍‌ଶୀଘ୍ର ଆଲଜେବ୍ରାରେ ସେ ଦକ୍ଷ ହୋଇଗଲେ ଓ ପିରିଓଡିକ ଟେବୁଲ ମନେ ରଖିଦେଲେ। ପରେ ପରେ ସେ ପଢ଼ାରେ ଏତେ ମନ ଲଗାଇଲେ ଯେ, କମ୍‌ ବୟସରେ ସ୍କୁଲ ପଢା ସାରିବା ସହ ମାଷ୍ଟର ଡିଗ୍ରି ହାସଲ କରିପାରିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri