Posted inଖେଳ

ପ୍ରତିଶୋଧ ନେଇଗଲେ

ଶାରଜା,୨୬।୧୦: ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଥିଲା ନ୍ୟୁଜିଲାଣ୍ଡ କ୍ରିକେଟ ଦଳ। ଚଳିତ ଟି୨୦ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ପ୍ରତିଶୋଧ ନେଇଛି।

ପ୍ରଥମେ ହାରିସ ରଫଙ୍କ ବୋଲିଂ କାରଣରୁ ନ୍ୟୁଜିଲାଣ୍ଡ ବଡ଼ ସ୍କୋର ଛିଡ଼ା କରି ପାରି ନ ଥିଲା। ଅଧିନାୟକ ଓ୍ବାଲିୟମସନଙ୍କ ୨୫, ଡାରଲି ମିଚେଲ ଓ ଡେଭିଡ୍‌ କନଓ୍ବେଙ୍କ ୨୭ ରନ୍‌ ଛୋଟ ଇନିଂସ ଖେଳି ଥିଲେ। ଜବାବରେ ୩୩ ରନର ପାଳି ଖେଳି ପାକିସ୍ତାନକୁ ଭଲ ଆରମ୍ଭ ଦେଇଥିଲେ ମହମ୍ମଦ ରିଜଓ୍ବାନ। ମଧ୍ୟକ୍ରମରେ ଶୋଏବ ମଲିକଙ୍କ ୨୬ ରନ୍‌ (୨ ଚୌକାଓ ୧ଛକା) ପାଳି ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଥିଲା। ପାକିସ୍ତାନ ୧୮.୪ ଓଭରରେ ୫ ଉଇକେଟ ୧୩୫ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri