ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ ଏବଂ ୨ ବିଇଓଙ୍କୁ ଚାକିରିରୁ ବିଦା କରାଯାଇଛି। ଏ ପର୍ଯ୍ୟନ୍ତ ୧୬୪ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସରିଲାଣି। ସମ୍ବଲପୁର ଇଲେକ୍ଟ୍ରିକାଲ ବିଭାଗର ମୁଖ୍ୟ ଯନ୍ତ୍ରୀ ସୁନିଲ କୁମାର ପଣ୍ଡା, ବ୍ରହ୍ମପୁର ଗ୍ରାମ୍ୟ ବିଦ୍ୟୁତ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀ, ଡେପୁଟୀ ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ ଭୂୟାଁ, ପ୍ରଶାନ୍ତ ମିଶ୍ର ଚାକିରିରୁ ବିଦା ହୋଇଛନ୍ତି। ସେହିପରି ଗୁଣୁପୁର ବିଇଓ ଅନ୍ତର୍ଯ୍ୟାମୀ ବେହେରା, ଗଜପତି ଜିଲା ନୂଆଗଡ଼ ବିଇଓ ବ୍ରଜ କୁମାର ନାୟକଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବ୍ରାହ୍ମଣୀ ରାଷ୍ଟ୍ରୀୟ ଜଳମାର୍ଗ ପ୍ରକଳ୍ପ ଆରମ୍ଭ କର’

ଢେଙ୍କାନାଳ ଅଫିସ,୭ା୭ ଢେଙ୍କାନାଳ, ଅନୁଗୋଳ ଓ ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଏହି ଜଳପଥ ଦେଇ ଦେଶ ବିଦେଶକୁ...

ହାତୀକୁ ବଞ୍ଚାଇବାକୁ ଯାଇ ଓଲଟିଲା ବୋଟ୍‌

କଟକ ଅଫିସ,୨୪।୯: ମୁଣ୍ଡୁଳି ଜଳ ସ୍ରୋତରେ ଏକ ଦନ୍ତାହାତୀ ଶୁକ୍ରବାର ଫସିଛି। ତେବେ ମହାନଦୀ ମଝିକୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ ମଧ୍ୟ...

୯୦ ଡାଲା ଅଟୋରେ ବିକ୍ରି ହେଲା ପରିବା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନର ଲକ୍‌ଡାଉନ୍‌କୁ ଲକ୍ଷ୍ୟ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ତା’ର ୩ଟି ଜୋନରେ ୩୦ଟି ଲେଖାଏ ୯୦ଟି ଡାଲା ଅଟୋରେ ପରିବା ବିକ୍ରି...

ମାଲକାନଗିରି ପରେ ଏବେ ଏସ୍‌ସିବି: ଟିକ୍‌ଟକ୍‌ରେ ମାତିଛନ୍ତି ଆଟେଣ୍ଡାଣ୍ଟ, ଭିଡିଓ ଭାଇରାଲ

କଟକ ଅଫିସ, ୨୮।୬: ମାଲକାନଗିରି ପରେ କଟକ ଏସ୍‌ସିବି ମେଡିକାଲରେ ସମାନ ଅବସ୍ଥା। ପୂର୍ବରୁ ଅସହାୟ ରୋଗୀମାନେ ବିିଭିନ୍ନ ସମୟରେ ଚିକିତ୍ସା ନ ପାଇଁ ମୃତ୍ୟୁବରଣ...

୪ ସପ୍ତାହରେ ଜବାବ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ କାହିଁକି ଲାଗୁ ହୋଇନି। ଆସନ୍ତା ୪ ସପ୍ତାହ ମଧ୍ୟରେ ଜବାବ ଦାଲଖ କରିବାକୁ ସୁପ୍ରିମକୋର୍ଟ ଓଡିଶା ସମେତ...

କାଲିଠାରୁ ଖୋଲିବ ୟୁନିଟ୍‌ ୪ ମାର୍କେଟ

ଭୁବନେଶ୍ୱର, ୩୦ା୭(ବ୍ୟୁରୋ):ୟୁନିଟ୍‌ ୪ ମାର୍କେଟ୍‌ରୁ ଗୁରୁବାର କଣ୍ଟେନ୍‌ମେଣ୍ଟ କଟକଣା ହଟିଛି। ମାର୍କେଟ୍‌ରେ ମାଛଗଦି ସହ କିଛି ବ୍ୟାବସାୟୀଙ୍କଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି...

୧୮ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଅଭିଯୋଗକାରୀ ସନ୍ତୋଷ ମାଷ୍ଟରମାଇଣ୍ଡ

କଟକ ଅଫିସ, ୩୧ା୧୦: କଟକ ଜିଲା ଖୁଣ୍ଟୁଣୀ ଥାନା ନିକଟରେ ମଙ୍ଗଳବାର ଘଟିଥିବା ୧୮ ଲକ୍ଷ ଟଙ୍କା ଲୁଟ୍‌ ଘଟାଣର ବୁଧବାର ପର୍ଦ୍ଦାଫାଶ ହୋଇଛି। କୌଣସି...

ପୋଲିସକୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୪ା୧୦ (ବ୍ୟୁରୋ): ଭୁବନେଶ୍ୱର ସାଲିଆସାହିରେ ଦାଦାବଟି ମାଗୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ନୟାପଲ୍ଲୀ ଥାନାର ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଅଭିଯୁକ୍ତର...

Advertisement
Archives

Model This Week