ସମବାୟ ବିଭାଗର ୩ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧ା୧(ବ୍ୟୁରୋ): ସମବାୟ ବିଭାଗରେ କାର୍ଯ୍ୟରତ ୩ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ସମବାୟ ଅଡିଟ୍‌ ନିର୍ଦ୍ଦେଶାଳୟ, ଭୁବନେଶ୍ୱରର ସବ୍‌ଆସିଷ୍ଟାଣ୍ଟ ଏଜିସିଏସ୍‌ ମୁକ୍ତେଶ୍ୱର ସୋରେଙ୍ଗ୍‌, ସମବାୟ ସମିତି ସମୂହର ନିବନ୍ଧକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମବାୟ ସମିତି ନିରୀକ୍ଷକ କେଦାର ଗୌରୀ ପାତ୍ର ଓ ସବ୍‌ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଆଶିଷ କୁମାର ରାଉତଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସମସ୍ତ ଅଧିକାରୀଙ୍କୁ ୫୦ ବର୍ଷ ହୋଇ ସାରିଛି ା ସେମାନଙ୍କୁ ୩ ମାସର ଦରମା ଓ ଭତ୍ତା ନିୟମାନୁଯାୟୀ ପ୍ରଦାନ କରାଯିିବ। ଓଡ଼ିଶା ସର୍ଭିସ କୋଡ୍‌ର ରୁଲ୍‌-୭୧ର କ୍ଲଜ୍‌(ଏ) ଅନୁଯାୟୀ ସେମାନଙ୍କୁ ସେବା ନିବୃତ୍ତ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?