ପୁଣି ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅବସର ନେଇଥିବା ଅଧିକାରୀମାନେ ହେଲେ ବରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସ, ବାଲିକୁଦା ବ୍ଲକ୍‌ ସିଡିପିଓ ସରଳା ଦେଇ, ବାଲିକୁଦା ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁ, ଅନୁଗୋଳ ପିଟିସି ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରା ଏବଂ କେନ୍ଦୁଝର ସଦର ତହସିଲ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କୁ ଅବସର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri