Posted inଜାତୀୟ

ଏଣିକି କାମରେ ଖିଲାପ କଲେ ସରକାରୀ କର୍ମଚାରୀଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର, କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୬:ଏଣିକି ସରକାରୀ ଅଫିସରେ କାମ ଠିକ୍‌ ଭାବରେ ନ କଲେ ସମୟ ପୂର୍ବରୁ ସେବାନିବୃତ କରାଯିବ। ଏନେଇ ଏକ ନିର୍ଦ୍ଦେଶାନାମା ଜାରି କରିଛି କେନ୍ଦ୍ର। କର୍ମଚାରୀ ଏବଂ ତାଲିମ ବିଭାଗ (DoPT) ସଂପୃକ୍ତ ମନ୍ତ୍ରଣାଳୟକୁ କର୍ମଚାରୀଙ୍କ ସାମୟିକ ସମୀକ୍ଷା କରିବା ପାଇଁ ସେମାନଙ୍କ ପ୍ରଶାସନିକ ନିୟନ୍ତ୍ରଣ ଅଧୀନରେ ଥିବା ସରକାରୀ କ୍ଷେତ୍ର, ବ୍ୟାଙ୍କ, ସ୍ବୟଂଶାସିତ ଅନୁଷ୍ଠାନକୁ ଏପରି ନିର୍ଦ୍ଦେଶ ଦେଇଛି।

ସମସ୍ତ କେନ୍ଦ୍ର ସରକାରୀ ବିଭାଗର ସଚିବମାନଙ୍କୁ ଦିଆଯାଇଥିବା ଆଦେଶରେ କୁହାଯାଇଛି ଯେ, ପ୍ରଶାସନିକ ମନ୍ତ୍ରଣାଳୟ ଏବଂ ବିଭାଗକୁ ବାରମ୍ବାର ଏ ବାବଦରେ ଦିଆଯାଇଥିବା ନିର୍ଦ୍ଦେଶାବଳୀ ଅନୁସରଣ କରିବାକୁ ଏବଂ DoPT କୁ ଏକ ରିପୋର୍ଟ ଦାଖଲ କରିବାକୁ ଅନୁରୋଧ କରାଯାଇଛି। ଏଥିରେ ଆହୁରି କୁହାଯାଇଛି ଯେ, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗ ଉକ୍ତ ନିର୍ଦ୍ଦେଶାବଳୀକୁ ପାଳନ କରୁନାହାଁନ୍ତି।

ଏହା ଅନୁଯାୟୀ, ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ଜୁଲାଇ ୨୦୨୪ରୁ ପ୍ରତି ମାସର ୧୫ତାରିଖ ଭିତରେ ଏକ ସ୍ବତନ୍ତ୍ର ଫର୍ମାଟରେ DoPT କୁ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri