Posted inଫୁରସତ

କମ୍ପ୍ୟୁଟର ହୁଡ ପ୍ରାଇଭେସି ସ୍କାର୍ଫ

କମ୍ପ୍ୟୁଟରରେ ଆମେ ଅନେକ ଗୁରୁତ୍ୱପୂର୍ଣ୍ଣ କାମ କରିଥାଉ। ତେଣୁ ବେଳେବେଳେ କାମ କରିବା ସମୟରେ ଆମେ ଏକାନ୍ତ ଚାହୁଁ। ଯେମିତିକି ସେହି ଗୁରୁତ୍ୱପୂର୍ଣ୍ଣ କାମକୁ ଅନ୍ୟ କେହି ନ ଦେଖନ୍ତୁ। ଏଇ ପ୍ରାଇଭେସିକୁ ନଜରରେ ରଖି ଲଣ୍ଡନର ରୟାଲ କଲେଜ୍‌ ଅଫ୍‌ ଆର୍ଟର ଛାତ୍ର ମୋ ମାଲିଆ ଡିଜାଇନ୍‌ କରିଛନ୍ତି ଏକ ସ୍ବତନ୍ତ୍ର ପ୍ରକାରର ସ୍କାର୍ଫ। ଯାହାର ନାଁ କମ୍ପ୍ୟୁଟର ହୁଡ ପ୍ରାଇଭେସି ସ୍କାର୍ଫ। ଏହା ଏମିତି ଏକ ହୁଡ ସ୍କାର୍ଫ ଯାହା ଦ୍ୱାରା ବ୍ୟକ୍ତିଙ୍କ ମୁଣ୍ଡ ସହ କମ୍ପ୍ୟୁଟରର ପୁରା ସ୍କ୍ରିନ ଲୁଚିଯିବ। ଆଉ ଗହଳିରେ ବି ଏହାକୁ ପିନ୍ଧି ପ୍ରାଇଭେଟ୍‌ଲି କାମ କରିହେବ। ତେବେ କମ୍ପ୍ୟୁଟର ପାଇଁ ନୁହେଁ ସେ ମୋବାଇଲ୍‌ ପାଇଁ ବି ଏଭଳି ସ୍କାର୍ଫ ତିଆରି କରିଛନ୍ତି। ଯଦ୍ୱାରା କି ମୋବାଇଲରେ ବ୍ୟକ୍ତିଗତ ଚାଟିଂ ହେଉକି ଅନ୍ୟ କିଛି ବ୍ୟକ୍ତିଗତ କାମ କରିବାବେଳେ ଏହାକୁ ପିନ୍ଧି ଆରାମରେ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri