ବଳାତ୍କାର ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଧାରଣା

ଚାନ୍ଦବାଲି,୨୪।୭ (କିଶାନ ପାତ୍ର)-ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଉକ୍ତ ଗାଁର ଜଣେ ଯୁବକ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ବର୍ଷେ ପରେ ମଧ୍ୟ ପୀଡ଼ିତା ନାବାଳିକାଙ୍କୁ ନ୍ୟାୟ ନ ମିଳବାରୁ ସୋମବାର ତାଙ୍କ ପରିବାର ପକ୍ଷରୁ ଚାନ୍ଦବାଲି ଥାନା ଆଗରେ ଧାରଣାରେ ବସିଛନ୍ତି।
୨୦୨୨ ଅଗଷ୍ଟ ୧୯ରେ ନାବାଳିକା ରାତିରେ ଦୋକାନରୁ ଫେରୁଥିବା ବେଳେ ଉକ୍ତ ଯୁବକ ତାଙ୍କୁ ବିଲ ମଧ୍ୟକୁ ଟେକିନେଇ ବଳାତ୍କାର କରିଥିଲେ। ଏନେଇ ଅଭିଯୋଗ ପରେ ଚାନ୍ଦବାଲି ପୋଲିସ ମାମଲା (ନଂ.୨୬୫/୨୨) ରୁଜୁ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଅଭିଯକ୍ତ ଫେରାର ଥିବାବେଳେ ପୋଲିସ ତାଙ୍କୁ ଗିରଫ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛି ବୋଲି ନାବାଳିକାଙ୍କ ବାପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri