ହାତୀ ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

କେନ୍ଦୁଝର,୭ା୧(ସ୍ବ.ପ୍ର.): କେନ୍ଦୁଝର ଡିଏଫ୍‌ଓଙ୍କ କାର୍ଯ୍ୟାଳୟରେ ଆର୍‌ସିସିଏଫ୍‌ ରାଉରକେଲାର ଅରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ହାତୀମାନଙ୍କ ସୁରକ୍ଷାକୁ ନେଇ ଆଞ୍ଚଳିକସ୍ତରରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ହାତୀମାନଙ୍କର ବିଭିନ୍ନ ସମସ୍ୟା ଏବଂ ସେସବୁର ସମାଧାନ ଉପରେ ଆଲୋଚନା ହୋଇଥିଲା। ବିଶେଷକରି ହାତୀମାନଙ୍କ ସଂଖ୍ୟାର ନୀରିକ୍ଷଣ,ହାତୀ ଶିକାର ରୋକିବା ପାଇଁ ସ୍ବତନ୍ତ୍ର ପ୍ରଣାଳୀ ପ୍ରସ୍ତୁତ,ରେଳ ରାସ୍ତା ଦୁର୍ଘଟଣା ରୋକିବା,ବିଦ୍ୟୁତ ଆଘାତରୁ ସୁରକ୍ଷା, ହାତୀମାନଙ୍କ ସୁରକ୍ଷା ଲୋକଙ୍କ ସହଭାଗିତାରେ କିପରି କରାଯାଇପାରିବ ତାହା ନିର୍ଦ୍ଧାରଣ କରାଯାଇଥିଲା। ଏହାବ୍ୟତୀତ ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତି କ୍ଷତିଗସ୍ତ ଲୋକଙ୍କୁ ଠିକ୍‌ ସମୟରେ ପ୍ରଦାନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗଜସାଥୀ ଜନସୁରକ୍ଷା-ଗଜରକ୍ଷା ଆଦି ଯୋଜନା ବିଷୟରେ ଆଲୋଚନା ହୋଇଥିଲା। ଗତ ୧୦ବର୍ଷରେ ହୋଇଥିବା ହାତୀ ମୃତ୍ୟୁ ବିଭିନ୍ନ ଡିଭିଜନରେ ହାତୀମାନଙ୍କ ବିପଦ ସୃଷ୍ଟି କରୁଥିବା ବ୍ୟବସ୍ଥା,ହାତୀମାନଙ୍କ କରିଡର,ଚଲାପଥ ଆଦି ବିଷୟରେ ଆଲୋଚନା ହୋଇଥିଲା । ଏହି ବୈଠକରେ କେନ୍ଦୁଝର ଡିଏଫ୍‌ ନଟରାଜ ଏଚ୍‌ଡିଙ୍କ ସମେତ ବଣେଇ, ଦେବଗଡ଼, ରାଉଲକେଲା, ସୁନ୍ଦରଗଡ଼ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସମେତ ବନ ବିଭାଗର ବହ ବରିିଷ୍ଠ ଅଧିକାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’

ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri