ଓମିକ୍ରନକୁ ନେଇ ବଢୁଛି ଚିନ୍ତା, ଆଜି ସମୀକ୍ଷା ବୈଠକ

ଭୁବନେଶର,୩।୧(ବ୍ୟୁରୋ): ରାଜ୍ୟରେ ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ଚିନ୍ତା ବଢାଇଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୋମବାର ସମୀକ୍ଷା ବୈଠକ କରିବେ। ଅପରାହ୍ନ ୧ଟାରେ ଲୋକସେବା ଭବନରେ ଏହି ସମୀକ୍ଷା ବୈଠକ ହେବା ନେଇ ସୂଚନା ମିଲିଛି। ରାଜ୍ୟରେ ଓମିକ୍ରନ ସଂକ୍ରମଣ ମୁକାବିଲା କିପରି କରିହେବ ସେନେଇ ବୈଠକରେ ଆଲୋଚନା କରାଯିବ। ଏହି ବୈଠକରେ ସାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ମେ’୨ ଯାଏ ବନ୍ଦ ରହିବ କଲେଜ, ୟୁନିଭର୍ସିଟି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ବଢି ଚାଲିଛି ତାତିର ପ୍ରକୋପ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୟୁଜି ଏବଂ ପିଜି କ୍ଲାସ୍‌ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।...

ହକି ଫେଡେରେଶନ ପକ୍ଷରୁ ପାଣ୍ଡିଆନଙ୍କୁ ପ୍ରେସିଡେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍‌) ପକ୍ଷରୁ ଶନିବାର ଏହି...

୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା

ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି।...

ଜାଭିୟର୍ସ ହାଇସ୍କୁଲ ଦେବ ୫.୨୦ ଲକ୍ଷର କ୍ଷତିପୂରଣ

ଜଗତ୍‌ସିଂହପୁର ଅଫିସ,୧୪।୩: ସ୍ଥାନୀୟ ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ଜଣେ ନାବାଳକ ଛାତ୍ରଙ୍କୁ ଶିକ୍ଷା ଅଧିକାରରୁ ବଞ୍ଚିତ କରାଯିବା ସହ ମାନସିକ ନିର୍ଯାତନା ଦିଆଯାଇଥିଲା। ଏଥିସହ ସିବିଏସ୍‌ଇ...

ଡେଙ୍ଗୁ: ସହରବାସୀ ଆତଙ୍କିତ

କଟକ ଅଫିସ, ୪ା୭: କଟକ ସହରରେ ଜଣ୍ଡିସ ପରେ ଏବେ ଡେଙ୍ଗୁ ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ସହରରେ ବିଶୁଦ୍ଧ...

ରାଜଧାନୀରେ ୨ ଛୁଆଙ୍କୁ ହତ୍ୟା ପରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୨୮।୩: ଚନ୍ଦକା ଥାନା ଅଧୀନ ମେଣ୍ଢାଶାଳ ବିଞ୍ଝଗିରିରେ ରବିବାର ଏକ ଅଭାବନୀୟ ଘଟଣା ଘଟିିଛି। ୩ ଛୁଆଙ୍କୁ ବିଷ ପିଆଇ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ ରାଜଧାନୀବାସୀଙ୍କୁ...

ଅନ୍‌ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ...

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି...

Advertisement
Archives

Model This Week