ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଠାରୁ ଆସୁଥିବା ବିମାନ ଯାତ୍ରୀଙ୍କ ଉପରେ ନଜର ରଖିବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି।

ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଆରକେ ଶର୍ମା ଏନେଇ ସୂଚନା ଦେଇ କହିଛନ୍ତି, ଦିଲ୍ଲୀ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ପ୍ରତ୍ୟେକ ଦିନ ଉଭୟ ବିମାନ ଓ ରେଳଯୋଗେ ଲୋକମାନେ ଆସୁଛନ୍ତି । ଏଣୁ ବିଭିନ୍ନ ବିମାନ ବନ୍ଦର ଓ ରେଳପଥରେ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖି ସର୍ଭିଲାନ୍ସ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଫଳରେ ରାଜ୍ୟରେ କୋଭିଡ ସଂକ୍ରମଣ ବ୍ୟାପିବାକୁ ରୋକାଯାଇପାରିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ...

ଚଳନ୍ତା କାରରେ ବଳାତ୍କାର ଘଟଣା : ଧାର ଟଙ୍କାକୁ ନେଇ ଯୁବତୀ ରଚିଥିଲେ ନାଟକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଧାର ଟଙ୍କା ପାଇଁ ଯୁବତୀ ଜଣକ ଏଭଳି ନାଟକ...

୨୭ରେ ଭାରତ ବନ୍ଦ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୧୪।୯(ବ୍ୟୁରୋ):  ସଂଯୁକ୍ତ କିଷାନ୍‌ ମୋର୍ଚ୍ଚା ତରଫରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡିଶାରେ ଏହାକୁ ସଫଳ କରିବା ପାଇଁ ବିଭିନ୍ନ ଗଣ...

ଲୋକଙ୍କ ଅକ୍ତିଆରରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଭୁବନେଶ୍ୱରରେ ହକି ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ମୋ ସାଇକେଲ ଓ ମୋ ବସ୍‌କୁ ଉଦ୍‌ଘାଟନ...

ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୫।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି । ମୁଖ୍ୟମନ୍ତ୍ରୀ ନବୀନ...

ବାତ୍ୟା ବିପନ୍ନଙ୍କୁ ସମବେଦନା ଜଣାଇଲେ ବିଦେଶିନୀ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପରେ ଏବେ ଓଡ଼ିଶାକୁ ବିଭିନ୍ନ ଦେଶ ସହଯୋଗ ହାତ ବଢ଼ାଉଛନ୍ତି। ଏହି ଭୟଙ୍କର ବାତ୍ୟାରେ ବିପନ୍ନ ଓଡ଼ିଶାବାସୀଙ୍କୁ ବିଭିନ୍ନ ଆଡୁ...

ମାଲାବାରର ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌’ ଜୁଏଲାରୀ ପ୍ରଦର୍ଶନ

ଭୁବନେଶ୍ୱର,୧୩।୨: ସର୍ବଭାରତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଅଳଙ୍କାର ପ୍ରତିଷ୍ଠାନ ‘ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡ୍‌ସ’ ପକ୍ଷରୁ ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌’ ଜୁଏଲାରୀ ପ୍ରଦର୍ଶନର ଶୁଭାରମ୍ଭ କରାଯାଇଛି।...

୪ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ) କୋଭିଡ୍‌ ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ କରୋନା ଟିକାକରଣ ୪ କୋଟି ଟପିଛି। ଏନେଇ ଶୁକ୍ରବାର ରାଜ୍ୟ...

Advertisement
Archives

Model This Week