ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ ଭୁବନେଶ୍ୱରରୁ କେବଳ ୨୧ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୮ ଓ ସୁନ୍ଦରଗଡ଼ରୁ ୭ଜଣ ଲେଖାଏ ପ୍ରାଣ ହରାଇଥିବା ବେଳେ ମୟୁରଭଞ୍ଜ ଓ ପୁରୀରୁ ୬ଜଣଙ୍କର କରୋନାରେ ଜୀବନ ଯାଇଛି। ସେହିଭଳିି ବରଗଡ଼ରୁ ୪, ନୟାଗଡ଼ରୁ ୩, ଅନୁଗୋଳ, ଭଦ୍ରକ, ବୌଦ୍ଧ, ଗଜପତି, ଯାଜପୁର, କଳାହାଣ୍ଡି, କନ୍ଧମାଳ ଓ ଜଗତସିଂହପୁରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?