ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’: ୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’। ୩୬ ଜଣ ସନ୍ଦିଗ୍ଧଙ୍କ ନମୁନା ଆର୍‌ଏମ୍‌ଆରସିକୁ ପଠାଯାଇଥିବା ବେଳେ ୨୬ ପଜିଟିଭ୍‌ ବାହାରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆକ୍ରାନ୍ତ ୨୬ ଶିଶୁଙ୍କ ବୟସ ୯ ବର୍ଷରୁ କମ୍‌। ପିଲାଙ୍କର ହାତ, ମୁହଁରେ ନାଲି ଫଳି ଯାଇଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ସେହିପରି ଏଥିରେ ଆକ୍ରାନ୍ତ ଥିବା ପିଲାଙ୍କୁ ୫/୭ ଦିନ ଆଇସୋଲେଶନରେ ରଖନ୍ତୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ତେବେ ଚିହ୍ନଟ ହୋଇଥିବା ୨୬ ପଜିଟିଭ୍‌ ମଧ୍ୟରୁ ଭୁବନେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୨, ପୁରୀରୁ ୩ ଏବଂ କଟକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri