Posted inରାଜ୍ୟ

ଚିନ୍ତା ବଢ଼ାଇଲାଣି ଟମାଟୋ ଫ୍ଲୁ’: ସତର୍କତା ଜାରି କଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର, ୨୪।୫ (ବ୍ୟୁରୋ)- ଟମାଟୋ ଫ୍ଲୁ ଭୂତାଣୁ ସଂକ୍ରମଣକୁ ନେଇ ଚାରିଆଡେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଏହି ରୋଗ ଛୋଟ ପିଲାଙ୍କୁ ଆକ୍ରାନ୍ତ କରୁଥିବାରୁ ଅଭିଭାବକ ଏବଂ ସ୍ବାସ୍ଥ୍ୟ ବିଭାଗ ପାଇଁ ଚିନ୍ତାର କାରଣ ପାଲଟିଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଟମାଟୋ ଫ୍ଲୁ ଏକ ଭୂତାଣୁଜନିତ ଓ ବାୟୁବାହିତ ସଂକ୍ରାମକ ରୋଗ। ବିଶେଷକରି ୫ବର୍ଷରୁ କମ୍‌ ବୟସର ଶିଶୁଙ୍କ ଶରୀରରେ ଏହି ରୋଗର ଲକ୍ଷଣ ଦେଖାଯାଉଛି। ଏହି ରୋଗ ହେଲେ ହାତ, ପାଦ ଓ ମୁହଁରେ ନାଲି ନାଲି ଫଳିଯାଉଛି। ଗଳା ଦରଜ, ଥଣ୍ଡା, କାଶ ଓ ନାକରୁ ପାଣି ବାହାରିବା ସହ ଭୀଷଣ ଜ୍ୱର ହେଉଛି। ଏଥିସହ ଦେହ ହାତ ଘୋଳାବିନ୍ଧା ହେଉଛି ଓ କ୍ଲାନ୍ତ ଲାଗୁଛି। ଶିଶୁଙ୍କଠାରେ ଏଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri