ଚିନ୍ତା ବଢ଼ାଇଲା ଏଚ୍‌୩ଏନ୨ ଭାଇରସ୍‌: କରୋନା ପରି ଲକ୍ଷଣ, ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶରେ ଏଚ୍‌୩ଏନ୨ ଭାଇରସ୍‌ ବା ଇନ୍‌ଫ୍ଲୁଏଞ୍ଜାର ସଂକ୍ରମଣ ଚିନ୍ତା ବଢ଼ାଇଥିବା ବେଳେ ଆମ ରାଜ୍ୟରେ ମଧ୍ୟ ଏହି ଭାଇରସ୍‌କୁ ନେଇ ଲୋକେ ଭୟଭୀତ ହୋଇଛନ୍ତି।

ଓଡ଼ିଶାରେ ୫୯ଟି ଏଚ୍‌୩ଏନ୍‌୨ ଭାଇରସ୍‌ ଚିହ୍ନଟ ହୋଇଛନ୍ତି । ଗତ ଜାନୁୟାରୀ ଓ ଫେବୃୟାରୀରେ ୨୨୫ଟି ନମୁନା ସଂଗ୍ରହ କରାଯାଇଥିବା ବେଳେ ସେଥିରୁ ୫୯ଟି ଏଚ୍‌୩ଏନ୨ ଭାଇରସ ଚିହ୍ନଟ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ନିର୍ଦ୍ଦେଶକ ସଂଘମିତ୍ରା ପତି ଏନେଇ ସୂଚନା ଦେଇଛନ୍ତି।

ରୋଗୀଙ୍କଠାରେ କାଶ, ଗଳା ସଂକ୍ରମଣ, ଶରୀର ଯନ୍ତ୍ରଣା, ନାକରେ ପାଣି ଆସିବା ଆଦି ଲକ୍ଷଣ ଦେଖାଯାଉଛି । କରୋନା ସଂକ୍ରମଣ ପରି ଏହା ସଂକ୍ରମିତ ହୋଇଥାଏ। ତେଣୁ ସତର୍କତା ଅବଲମ୍ବନ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ...

ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ

କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, କୋରାପୁଟ...

ବାତ୍ୟା ମିଗ୍‍ଜୋମ୍‍ର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା; ପଟାଙ୍ଗୀଠାରେ ୫୦୦ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର,୬।୧୨: କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସାମୁଦ୍ରିକ ବାତ୍ୟା ‘ମିଗ୍‍ଜୋମ୍‍’ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri