ଏସ୍‌ସିବି ଛାତରୁ ଖସିଲା କଂକ୍ରିଟ

କଟକ ଅଫିସ,୧୩।୯: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଆଉଟଡୋରରେ ସୋମବାର ଛାତରୁ କଂକ୍ରିଟ ଖଣ୍ଡ ଖସି ପଡ଼ଛି। କଂକ୍ରିଟ ଖଣ୍ଡ ଖସିବା ଯୋଗୁ ଛାତରେ ଲାଗିଥିବା ସିଲିଂ ମଧ୍ୟ ଖସିଯାଇଥିଲା। ରୋଗୀମାନେ ଟିକେଟ କାଟିବା ପାଇଁ ଯାଇଥିବାରୁ କାହାର କୌଣସି କ୍ଷତି ହୋଇନାହିଁ। କମ୍ପ୍ୟୁଟର ଓ ଅନ୍ୟ କିଛି ଆସବାବପତ୍ର ନଷ୍ଟ ହୋଇଛି। ଏ ନେଇ କିଛି ସମୟ ପାଇଁ ଟିକେଟ କଟା ବନ୍ଦ ରହିଥିଲା। ସେହିଭଳି ବର୍ଷା ଯୋଗୁ ସୋମବାର କଟକର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ପାଣି ପଶିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଯାଆ ଓ୍ବାର୍ଡସଭ୍ୟ ପ୍ରାର୍ଥୀ

କାମାକ୍ଷାନଗର, ୧୦ା୨(ଡି.ଏନ.ଏ): ରାଜନୀତି ଆଗରେ ଫିକା ପଡ଼ିଯାଏ ପାରିବାରିକ ସମ୍ପର୍କ। ଆଞ୍ଚଳିକସ୍ତରରୁ ଜାତୀୟସ୍ତର ଯାଏ ଦେଖିଲେ ଏଭଳି ଉଦାହରଣର ଅଭାବ ନାହିଁ। ନିକଟରେ ହେବାକୁ ଥିବା...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସ୍ବଲିଖିତ ବହି ଦେଲେ ଅର୍ଚ୍ଚିତା

କଣାସ ୧୨ା୭(ସ୍ବ.ପ୍ର.):କଣାସ ବ୍ଲକ ଅନ୍ତର୍ଗତ ଗଡ଼ିଶାଗୋଦା ପଞ୍ଚାୟତ ନୂଆଗଁା ଗ୍ରାମର ଷଷ୍ଠ ଶ୍ରେଣୀ ଛାତ୍ରୀ ଅର୍ଚ୍ଚିତା ଶ୍ରୀଚନ୍ଦନ ‘ମାମା ମୂର୍ଚ୍ଛନା’ ନାମକ ଏକ ପୁସ୍ତକ ରଚନା...

ନହକା ଛକକୁ ପରିବା ବଜାର ସ୍ଥାନାନ୍ତର

ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍‌ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ...

ଜିଲାସ୍ତରୀୟ ଡେଙ୍ଗୁ ଦିବସ ପାଳିତ: ୫ ବର୍ଷ ହେଲା ଡେଙ୍ଗୁ ମୃତ୍ୟୁ ଶୂନ

ଢେଙ୍କାନାଳ ଅଫିସ, ୧୭।୫- ଢେଙ୍କାନାଳ ଜିଲାରେ ୨୦୧୩ରୁ ଡେଙ୍ଗୁରେ କାହାରି ମୃତ୍ୟୁ ହୋଇନାହିଁ। ହେଲେ ଏପରି ମାରାତ୍ମକ ଜ୍ୱରକୁ ଦମନ କରିବା ଦିଗରେ ସ୍ବାସ୍ଥ୍ୟ ବିଭାଗକୁ...

ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି।...

ଜନ୍ମ ନେଲେଣି କମ୍‌ ଓଜନର ୪,୧୧୫ ଶିଶୁ

ଛତ୍ରପୁର,୪ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା କମ୍‌ ଓଜନର ୪,୧୧୫ ଶିଶୁ ଜନ୍ମ ହେଲେଣି। ଯେଉଁମାନଙ୍କ ଓଜନ ୨.୫ କି.ଗ୍ରାଠାରୁ କମ୍‌ ରହିଛି। ଜିଲାରେ ମୋଟ...

ବଲାଙ୍ଗୀରରେ ଫେଲ୍‌ ମାରିଛି କରୋନା କଟକଣା: ବଜାରରେ ପ୍ରବଳ ଭିଡ଼

ବଲାଙ୍ଗୀର ଅଫିସ,୨୦ା୫: କରୋନାର ଭୟାବହତା କମିନାହିଁ ା ତେଣୁ ଲକ୍‌ଡାଉନ୍‌କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ା ଚତୁର୍ଥ ପର୍ଯ୍ୟାୟରେ...

ଟଙ୍କା, ଅଳଙ୍କାର ଲୁଟ୍‌ ମାମଲା: ବନ୍ଧା ହେଲେ ଗ୍ୟାଙ୍ଗର ୩ ଅଭିଯୁକ୍ତ

ସୋରଡା,୧୬।୬(ଲମ୍ବୋଦର ପାଣିଗ୍ରାହୀ): ଟଙ୍କା, ଅଳଙ୍କାର ଲୁଟ୍‌ ମାମଲାରେ ଗଞ୍ଜାମ ଜିଲା ସୋରଡା ପୋଲିସକୁ ଏକ ସଫଳତା ମିଳିଛି। ଲୁଟ୍‌ ଘଟଣାରେ ସମ୍ପୃକ୍ତ ସରାବାଡି ପଞ୍ଚାୟତ ଖାରିଗୁଡ଼ା...

Advertisement
Archives

Model This Week