ହସ୍ପିଟାଲର ଅବ୍ୟବସ୍ଥା ନେଇ ଉଦ୍‌ବେଗ ପ୍ରକାଶ କଲେ ଜୁଏଲ

କୋରାପୁଟ,୨୨ା୧୦(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ଅବ୍ୟବସ୍ଥା ଦେଖି ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସଂସଦୀୟ ପ୍ରତିରକ୍ଷା ସ୍ଥାୟୀ କମିଟିର ଅଧ୍ୟକ୍ଷ ତଥା ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ। ଶନିବାର ଜୁଏଲଙ୍କ ସହ ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଜିଲା ସଭାପତି ସୁମନ୍ତ ପ୍ରଧାନ ପ୍ରମୁଖ ସହ ଅନ୍ୟାନ୍ୟ ନେତା ହସ୍ପିଟାଲର ଭେଷଜ ଓ୍ବାର୍ଡକୁ ଯାଇ ରୋଗୀମାନଙ୍କ ସହ ଆଲୋଚନା କରିବା ସହ ସର୍ଜରୀ ଆଉଟ୍‌ଡୋରକୁ ଯାଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ରୋଗୀମାନେ ବାରଣ୍ଡାରେ ରହି ଚିକିିତ୍ସିତ ହେଉଥିବା ସହ ମେଡିକାଲ ପରିସର ସଫାସୁତରା ନ ଥିବା ନେଇ ଜୁଏଲ ଦୁଃଖ ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସେ ରାଜ୍ୟ ସରକାରଙ୍କୁ ଚିଠି ଲେଖିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ବିକ୍ରି, ୧୯ରୁ ଖୋଲିବ ମଣ୍ଡି

ବୌଦ୍ଧ,୭ା୫(ସ୍ବ.ପ୍ର.)-ରବି ଧାନ କ୍ରୟ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୯ରୁ ମଣ୍ଡି ଖୋଲିବ ବୋଲି ବୁଧବାର ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଉଦଳା,୨୪ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ...

ନବନିର୍ବାଚିତ ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ

କଟକ ସଦର,୨୧ା୪: କଟକ ସଦର ବ୍ଲକ ଅଧ୍ୟକ୍ଷା ବିଷ୍ଣୁପ୍ରିୟା ରାଉତ (୭୨)ଙ୍କର ଗୁରୁବାର ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ସ୍ବର୍ଗତ ରାଉତ...

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି

ଫୁଲବାଣୀ ଅଫିସ, ୬ା୧-ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି...

ଭୋଜି ରନ୍ଧା ବେଳେ ପ୍ରଶାସନର ଚଢ଼ାଉ

ଦାରିଙ୍ଗବାଡ଼ି,୮।୫: ଅନୁସୂଚିତ ଜନଜାତିଙ୍କ ପାରମ୍ପରିକ କଲା ଉତ୍ସବ ଭୋଜି ଭାତର ଆୟୋଜନ ଶୁକ୍ରବାର କରାଯାଉଥିଲା। ଅପରାହ୍ନରେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ, ଆଇଆଇସି କୌଶିକ ମାଝି...

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର : ୪ ସହପାଠୀ ଛାତ୍ର ଅଟକ, ପୋଲିସ ତନାଘନା

ସୁନ୍ଦରଗଡ଼, ୧୬।୭ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜଣେ ଯୁକ୍ତ ୩ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

ତାଳଚେର ବନ୍ଦ, ଅର୍ଥନୈତିକ ଅବରୋଧ ଚେତାବନୀ

ତାଳଚେର,୩୦ା୪(ଡି.ଏନ.ଏ.): ଆସନ୍ତା ୭ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରା ନ ଗଲେ ମେ ୧୩ ତାରିଖରେ ତାଳଚେରରେ ବନ୍ଦ...

ଡମ୍ପର ନେଲା ବୃଦ୍ଧଙ୍କ ଜୀବନ, ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ ସ୍ଥାନୀୟ ଲୋକେ

ବାଲେଶ୍ୱର ଅଫିସ,୨୧।୩: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ନୂଆନଈ ପୋଲ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ...

Advertisement
Archives

Model This Week