ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛ। ଶୀତ ଅଧିବେଶନର ଅଷ୍ଟମ ଦିନରେ ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଯାହାକୁ ବିରୋଧୀ ଦଳର ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri