ଧାରଣାରେ ମହିଳା କଣ୍ଡକ୍ଟର, ମୁଖ୍ୟମନ୍ତ୍ରୀ ବସ୍‌ସେବା ଠପ୍‌

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ବସ୍‌ସେବା ସୋମବାର ସକାଳୁ ଠପ୍‌ ହୋଇଛି। ୩ ଦଫା ଦାବି ନେଇ ପାଟଣା ବ୍ଲକ ଅଞ୍ଚଳର ୫ଟି ମୁଖ୍ୟମନ୍ତ୍ରୀ ବସ୍‌ର ୧୨ ଜଣ ମହିଳା କଣ୍ଡକ୍ଟର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ବ୍ଲକ ଉପାନ୍ତ ଅଞ୍ଚଳର ଯାତ୍ରୀମାନେ ଅନେକ ଅସୁବିଧାରେ ପଡ଼ିଛନ୍ତି।

୩ମାସ ହେଲା ଦରମା ପାଇ ନ ଥିବା, ନିଯୁକ୍ତିପତ୍ର ସହ ପରିଚୟପତ୍ର ପ୍ରଦାନ ଦାବିରେ ୧୨ମହିଳା କଣ୍ଡକ୍ଟର ଧାରଣାରେ ବସିଛନ୍ତି। ବସ୍‌ ମ୍ୟାନେଜର ମାନସ କୁମାର ସା ଚାକିରିରୁ ବାହାର କରିଦେବାର ଧମକ ଦେଉଥିବା ଆନ୍ଦୋଳନ ରତ ମହିଳାମାନେ କହିଛନ୍ତି। ଆନ୍ଦୋଳନ ଯୋଗୁ ଗ୍ରାମାଞ୍ଚଳ ଗମନାଗମନ ପ୍ରଭାବିତ ହୋଇଛି। ସରକାର ଓ ଅଧିକାରୀ ସେମାନଙ୍କ ଦାବି ପୂରଣ ନ କଲେ ବସ୍‌ କଣ୍ଡକ୍ଟର ମଧୁସ୍ମିତା ମହାନ୍ତ, ସଞ୍ଜୁଲତା ମହାନ୍ତ ପ୍ରମୁଖ ଧାରଣାରୁ ହଟିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଲଓ୍ବେ ଟ୍ରାକ୍‌ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ…

ବ୍ଲୁ ହ୍ୱେଲ୍ ପରେ Korean Lover Game ନେଉଛି ଛୁଆଙ୍କ ଜୀବନ! କେତେ ବିପଦ ଜାଣନ୍ତୁ

ନୂଆଦିଲ୍ଲୀ,୪।୨: ବ୍ଲୁ ହ୍ୱେଲ୍ ଗେମ୍ ପରେ, ଏବେ କୋରିଆନ୍ ଲଭର୍ ଗେମ୍ ଲୋକଙ୍କ ଜୀବନ ସହିତ ଖେଳିବା ଆରମ୍ଭ କରିଛି । ଏହି ଗେମ୍ ଗୁଡ଼ିକରେ ଲୋକଙ୍କୁ…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୩: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି

ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ…

ସୁପ୍ରିମକୋର୍ଟରେ SIR ଶୁଣାଣି, ମମତା କହିଲେ ପଶ୍ଚିମବଙ୍ଗ ପ୍ରତି ଅନ୍ୟାୟ ହୋଇଛି

ନୂଆଦିଲ୍ଲୀ,୪।୨:  ସୁପ୍ରିମକୋର୍ଟ ପଶ୍ଚିମବଙ୍ଗରେ ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ (SIR) ମାମଲାର ଶୁଣାଣି କରିଛନ୍ତି। ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri