Posted inଜାତୀୟ

କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…

ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ ପରାଜୟକୁ ନେଇ ସ୍ଥିତି ଖରାପ ହେବାରେ ଲାଗିଛି। ଆସନ୍ତା ୧୫ ଦିନ ମଧ୍ୟରେ ଦଳର ବହୁ ନେତୃତ୍ୱରେ ଅବଦଳ ବଦଳ ହେବାର ସମ୍ଭାବନା ରହିଥିବା ଚର୍ଚ୍ଚା ହେଉଛି। ଦଳୀୟ କନ୍ଦଳ ଯୋଗୁ ବିଧାନସଭା ନିର୍ବାଚନରେ ଦଳର ସ୍ଥିତି ଅଧିକ ଗୁରୁତର ହୋଇପଡ଼ିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧୀ ହିମାଚଳପ୍ରଦେଶ ଏବଂ ହରିୟାଣା ନେତାଙ୍କୁ ଭେଟି ସାରିଛନ୍ତି। ରାହୁଲ ଗାନ୍ଧୀଙ୍କ ସହିତ ସେମାନେ ଆଲୋଚନା ମଧ୍ୟ କରିଛନ୍ତି। ଦଳରେ ଏବେ ସାଂଗଠନିକ କ୍ଷେତ୍ରରେ ଅଦଳବଦଳ ହେବା ନେଇ ହାଇକମାଣ୍ଡ ଯୋଜନା ପ୍ରସ୍ତୁତ କରିଛନ୍ତି।

ଆଗାମୀ ଦିନରେ ହିମାଚଳପ୍ରଦେଶ, କର୍ନାଟକ,ରାଜସ୍ଥାନ,ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ହାଇକମାଣ୍ଡ ଦଳର ସ୍ଥିତିକୁ ତୃଣମୂଳସ୍ତରରେ ମଜବୁତ କରିବାର ଯୋଜନା ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri