ଦେବୀ, ଧ୍ରୁବ ତୁ ତୁ ମେଁ ମେଁ

ଭୁବନେଶ୍ୱର,୧୫।୪: କେନ୍ଦ୍ରାପଡ଼ା ଜିଲା ବିଜେଡି ସଭାପତି ନିର୍ବାଚନକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ହୋଇଛି। ବିଧାୟକ ଧ୍ରୁବ ସାହୁ ଓ ଦେବୀ ମିଶ୍ରଙ୍କ ମଧ୍ୟରେ ତୁ ତୁ ମେଁ ମେଁ ଦେଖିବାକୁ ମିଳିଛି। ଶଙ୍ଖ ଭବନରେ ଉଚ୍ଚବାଚ ପରେ ପ୍ରତିକ୍ରିୟା ନ ଦେଇ ପଳାଇଲେ ଧ୍ରୁବ।

ପୂର୍ବରୁ ଦେବୀ କହିଥିଲେ,   ଏପ୍ରିଲ ତୃତୀୟ ସପ୍ତାହ ଭିତରେ ସରିବ ସାଂଗଠନିକ ନିର୍ବାଚନ। ୧୩ ତାରିଖ ଭିତରେ ଜିଲା ସଭାପତି ପାଇଁ ନାମାଙ୍କନ ସରିବ। ରାଜ୍ୟ କାର୍ଯ୍ୟକାରିଣୀ ହେବା ପରେ ସଭାପତି ବଛାଯିବ।

ଏହା ସହ  ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଥିଲେ ବିଜେଡି ନେତା ଦେବୀ ମିଶ୍ର। ସେ କହିଥିଲେ, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ ବି ବାବାଙ୍କ ଦଣ୍ଡର ପ୍ରଭାବ ରହିବ। ବିଜେଡିରେ ଅସନ୍ତୋଷ କେଉଁଠି ବି ନାହିଁ ।

ସୂଚନା ଥାଉକି, ପ୍ରସନ୍ନ ପାଟ୍ଟଶାଣୀ ନବୀନଙ୍କୁ ମିଛ କହୁଥିବା କହିଥିବାବେଳେ ଏହାର ଜବାବ ଦେଇଛନ୍ତି ଦେବୀ ମିଶ୍ର। ପାଟ୍ଟଶାଣୀ କହିଥିଲେ, ନବୀନ ଭୀଷଣ ମିଛ କହୁଛନ୍ତି। ପାଣ୍ଡିଆନଙ୍କ କଥାରେ ନବୀନ ମିଛ କହି ଚାଲିଛନ୍ତି। ଦଳରେ କ’ଣ ଅଛି ଯେ, ସେ ଦଳ ଗଢ଼ିବେ। ବିଜେଡିରେ ଏବେ ଷଡ଼ଯନ୍ତ୍ର ଚାଲିଛି। ମୋ’ ବିରୋଧରେ ବି ପାଣ୍ଡିଆନ ଷଡ଼ଯନ୍ତ୍ର କରିଥିବା ପାଟ୍ଟଶାଣୀ ଏତେ ଦିନରେ ତୁଣ୍ଡ ଖୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ନବୀନଙ୍କୁ ପରାମର୍ଶ: ନିର୍ଦ୍ଦିଷ୍ଟ ବରିଷ୍ଠ ନେତାଙ୍କୁ ଜାଣିକି ଦଳରୁ ଦୂରାଅନି

ଭୁବନେଶ୍ୱର, ୨୨ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି...

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦...

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ...

କଲେଜରେ ଭଉଣୀଙ୍କୁ ଛାଡ଼ି ଫେରୁଥିଲେ: ବାଇକ୍‌ ସହ ଧକ୍କା ପରେ ଚାପିଦେଲା ହାଇଓ୍ବା, ଯୁବକ ମୃତ…

ତିହିଡି଼,୨୨।୪(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାସ୍ତାର ବିନ୍ଧାବଜାରଠାରୁ କିଛି ଦୂରରେ ମଙ୍ଗଳବାର ସକାଳ ସାଢେ ୮ଟା ସମୟରେ ଏକ ହାଇୱା ତଳେ ଚାପିହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି...

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗ: ରାଜ୍ୟ ପାଳିବ ୩ ଦିନିଆ ଶୋକ

ଭୁବନେଶ୍ୱର,୨୨।୪: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କର ବିୟୋଗରେ ରାଜ୍ୟ ୩ ଦିନିଆ ଶୋକ ପାଳିବ। ଏପ୍ରିଲ ୨୨ (ମଙ୍ଗଳବାର) ଏବଂ ଏପ୍ରିଲ...

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri