ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ

ବ୍ରହ୍ମପୁର,୩।୧: ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି।

ମିଳିଥିବା ସୂଚନା ମୁତାବକ, ଭଞ୍ଜନଗର ଟିମ୍‌ ଏବଂ ବ୍ରହ୍ମପୁରକୁ ଟିମ୍‌ ମଧ୍ୟରେ ଫାଇନାଲ ମ୍ୟାଚ୍‌ ହୋଇଥିଲା। ଏଥିରେ ବ୍ରହ୍ମପୁର ଟିମ୍‌କୁ ହରାଇ ଭଞ୍ଜନଗର ବିଜୟ ହୋଇଥିଲା।

ଏଭଳିସ୍ଥତିରେ ଭଞ୍ଜନଗର ଟିମ୍‌ର ଖେଳାଳିମାନେ ବିଜୟ ଉତ୍ସବ ପାଳନ କରୁଥିବା ବେଳେ ବ୍ରହ୍ମପୁର ଦଳର ଖେଳାଳିଙ୍କ ମଧ୍ୟରେ ମୁହାଁମୁହିଁ ହୋଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖେଳାଳିଙ୍କୁ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିବା ଜଣାପଡିଛି। ଅନ୍ୟପକ୍ଷେ ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri