Posted inଜାତୀୟ

ରାହୁଲଙ୍କୁ ସମାଲୋଚନା ପରେ ଜୟଶଙ୍କରଙ୍କ ଉପରେ ବର୍ଷିଲା କଂଗ୍ରେସ

ନୂଆଦିଲ୍ଲୀ,୯।୬: ରାହୁଲ ଗାନ୍ଧୀ ଆମେରିକାରେ ଦେଇଥିବା ମନ୍ତବ୍ୟକୁ ନେଇ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କଂଗ୍ରେସକୁ ସମାଲୋଚନା କରିଥିଲେ। ସେ କହିଥିଲେ, ରାହୁଲ ଗାନ୍ଧୀ ବିଦେଶରେ ଭାରତକୁ ସମାଲୋଚନା କରିବା ଏବଂ ରାଜନୀତିକ ମନ୍ତବ୍ୟ ଦେବା ତାଙ୍କର ଏକ ଅଭ୍ୟାସ। ଏହାର ଜବାବରେ ଶୁକ୍ରବାର କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ମନ୍ତ୍ରୀ ଜୟଶଙ୍କରଙ୍କୁ ଟାର୍ଗେଟ କରିଛନ୍ତି। ଜୟରାମ ଟୁଇଟ୍‌ କରି କହିଛନ୍ତି, ଯିଏ ଦେଶ ବାହାରେ ରାଜନୀତି କରିବାର ଅଭ୍ୟାସ ଆରମ୍ଭ କରିଛନ୍ତି, ତୁମକୁ ମନ୍ତ୍ରୀ ପଦ ଦେଇଥିବା ବ୍ୟକ୍ତି ବ୍ୟତୀତ ଅନ୍ୟ କେହି ନୁହନ୍ତି। ଜୟଶଙ୍କର ଏହା ଜାଣିଛନ୍ତି କିନ୍ତୁ ଏହାକୁ ସ୍ବୀକାର କରିବେ ନାହିଁ ।
ରାହୁଲ ଗାନ୍ଧୀଙ୍କ ଉପରେ ଜୟଶଙ୍କରଙ୍କ ମନ୍ତବ୍ୟ ସମ୍ପର୍କରେ ପଚରାଯାଇଥିବା ବେଳେ କଂଗ୍ରେସର ସାଧାରଣ ସମ୍ପାଦକ ରଣଦୀପ ସୂର୍ଯ୍ୟୱାଲା କହିଛନ୍ତି, ଭାଜପାର ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଏକ ପୁରୁଣା ସ୍କ୍ରିପ୍ଟ ଦିଆଯାଇଛି। ତାହାକୁ ସେ ପଢ଼ୁଥିବା କହିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ପୂର୍ବ ସରକାରମାନଙ୍କୁ ପରିହାସ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri