Posted inଜାତୀୟ

ଥୋମାସ, ଜାଖରଙ୍କୁ କଂଗ୍ରେସ ଶୃଙ୍ଖଳା କମିଟି ନୋଟିସ

ନୂଆଦିଲ୍ଲୀ,୧୨।୪: ଦଳ ବିରୋଧୀ କାର୍ଯ୍ୟ ଲାଗି ଦୁଇ ବରିଷ୍ଠ କଂଗ୍ରେସ ନେତା କେ.ଭି. ଥୋମାସ ଏବଂ ସୁନୀଲ ଜାଖରଙ୍କୁ ଦଳୀୟ ଶୃଙ୍ଖଳା କମିଟି ପକ୍ଷରୁ ସୋମବାର ନୋଟିସ ଜାରି ହୋଇଛି। ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଏଆଇସିସି ଶୃଙ୍ଖଳା କମିଟି ପଞ୍ଜାବ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସୁନୀଲ ଜାଖର ଏବଂ କେରଳ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଥୋମାସଙ୍କୁ ନୋଟିସ ଜାରି କରି ସପ୍ତାହେ ମଧ୍ୟରେ ସ୍ପଷ୍ଟୀକରଣ ଦେବାକୁ କହିଛି। ସୂଚନାଯୋଗ୍ୟ, ରାଜ୍ୟ ସଭା ଆସନ ପାଇଁ ଟିକେଟ ନ ମିଳିବାରୁ ଥୋମାସ ଅସନ୍ତୁଷ୍ଟ ରହିଥିଲେ। ଏପ୍ରିଲ ୯ରେ ସିପିଆଇଏମ୍‌ ପାର୍ଟି କଂଗ୍ରେସ ଅବସରରେ ଆୟୋଜିତ ଏକ ସେମିନାରରେ ସେ ଯୋଗଦେଇଥିଲେ। ଏହି ଘଟଣା ପରେ ଥୋମାସଙ୍କୁ ତୁରନ୍ତ ଦଳରୁ ବହିଷ୍କାର କରାଯିବାକୁ କେରଳ କଂଗ୍ରେସ ପକ୍ଷରୁ ଦାବି ହୋଇଥିଲା।
ସେହିପରି ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦ ପାଇଁ ଜାଖରଙ୍କୁ ଅଣଦେଖା କରାଯିବାରୁ ସେ ଦଳକୁ ସମାଲୋଚନା କରିଥିଲେ। ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପାଇଁ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri