Posted inଜାତୀୟ

ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ହରିଶ ରାୱତ

ଡେରାଡୁନ,୨୮ ।୧: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଶୁକ୍ରବାର ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବୁଧବାର କଂଗ୍ରେସ ତା’ର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଘୋଷଣା କରିଥିବା ବେଳେ ହରିଶ ରାୱତ ଓ ଅନ୍ୟ ୪ ଜଣଙ୍କ ଆସନରେ ଅଦଳ ବଦଳ କରାଯାଇଥିଲା । ମହେନ୍ଦ୍ର ପାଲ ସିଂ ରାମନଗରରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି ଜାନୁୟାରୀ ୨୮ । ରାଜ୍ୟରେ ୧୪ ଫେବୃୟାରୀରେ ଭୋଟ ଗ୍ରହଣ କରାଯିବାକୁ ଥିବା ବେଳେ ଏହାର ଫଳାଫଳ ମାର୍ଚ୍ଚ ୧୦ରେ ପ୍ରକାଶ ପାଇବ । ତେବେ କଂଗ୍ରେସର କଳହ ଯୋଗୁ ଶେଷ ମୁହୂର୍ତ୍ତରେ ଆସନ ଅଦଳ ବଦଳ କରାଯାଉଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?