ପାକିସ୍ତାନର ଚିନ୍ତା ବଢାଇଲା କଙ୍ଗୋ ଭାଇରସ, ୩ ଜଣଙ୍କ ମୃତ୍ୟୁ ପରେ ଲୋକେ ଭୟଭୀତ

ଇସଲାମାବାଦ,୨୦।୬: ପାକିସ୍ତାନରେ ଏକ ବିପଦପୂର୍ଣ୍ଣ ଭାଇରସ ପ୍ରବେଶ କରିଛି ଏବଂ ଏହି ଭାଇରସ ଯୋଗୁ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଦୁଇଜଣ ଖାଇବର ପଖତୁନଖ୍ବାର ଏବଂ ଜଣେ କରାଚୀର।
ଏକ୍ସପ୍ରେସ ଟ୍ରିବ୍ୟୁନ ରିପୋର୍ଟ ଅନୁଯାୟୀ, ସିନ୍ଧର ଇବ୍ରାହିମ ହାଇଦ୍ରିର ଜଣେ ୨୫ ବର୍ଷୀୟ ମତ୍ସ୍ୟଜୀବୀଙ୍କ କଙ୍ଗୋ ଭାଇରସ ଯୋଗୁ ମୃତ୍ୟୁ ହୋଇଛି ଏବଂ ଖାଇବର ପଖତୁନଖ୍ବାର କାରାକ ଏବଂ ଉତ୍ତର ୱାଜିରିସ୍ତାନରେ କଙ୍ଗୋ ମୃତ୍ୟୁ ସମ୍ପର୍କରେ ସୂଚନା ମିଳିଛି।
ରୋଗୀଙ୍କ ଲକ୍ଷଣ କ’ଣ?
ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ ମାଲିର ଜିଲାର ବାସିନ୍ଦା ମହମ୍ମଦ ଜୁବୈର ପ୍ରଥମେ ଜୁନ ୧୬ରେ ଉଚ୍ଚ ଜ୍ୱର, ମାଂସପେଶୀ ଯନ୍ତ୍ରଣା, ପେଟ ଅସ୍ବସ୍ତି, କାଶ, ଡାଇରିଆ, ରକ୍ତସ୍ରାବ ଏବଂ ଚେତାଶୂନ୍ୟ ହେବା ଭଳି ଲକ୍ଷଣ ଅନୁଭବ କରିଥିଲେ।
ରୋଗୀଙ୍କୁ ଜିନ୍ନା ହସ୍ପିଟାଲରେ ଭର୍ତ୍ତି କରାଯିବା ସମୟରେ ଡାକ୍ତରମାନେ ସନ୍ଦେହ କରିଥିଲେ ଯେ ସେ କଙ୍ଗୋ ଭାଇରସରେ ସଂକ୍ରମିତ। ତଥାପି, ରୋଗୀଙ୍କୁ ଜିନ୍ନା ହସ୍ପିଟାଲରୁ ସିନ୍ଧ ସଂକ୍ରାମକ ରୋଗ ହସ୍ପିଟାଲକୁ ପଠାଯାଇଥିଲା ଏବଂ ଜୁନ ୧୯ରେ ତାଙ୍କର ମୃତ୍ୟୁ ହୋଇଥିଲା।
ସିନ୍ଧ ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ମୃତକଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରିଛି ଏବଂ ସେମାନଙ୍କୁ ପର୍ଯ୍ୟବେକ୍ଷଣରେ ରଖିଛି। କଙ୍ଗୋ ଭାଇରସରେ ଆକ୍ରାନ୍ତ ଆଉ ତିନି ଜଣ ରୋଗୀଙ୍କୁ ହସ୍ପିଟାଲର ଆଇସୋଲେସନ ୱାର୍ଡରେ ଚିକିତ୍ସା କରାଯାଉଛି।
ଯେତେବେଳେ ରୋଗୀଙ୍କୁ ଜିନ୍ନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଡାକ୍ତରମାନେ ସନ୍ଦେହ କରିଥିଲେ ଯେ ତାଙ୍କଠାରେ କଙ୍ଗୋ ଭାଇରସ ସଂକ୍ରମଣ ହୋଇଛି। ତଥାପି, ରୋଗୀଙ୍କୁ ଜିନ୍ନା ହସ୍ପିଟାଲରୁ ସିନ୍ଧ ସଂକ୍ରାମକ ରୋଗ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ଏବଂ ଜୁନ ୧୯ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri