ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପରିବେଶ ସୁରକ୍ଷା ପ୍ରତି ସଚେତନ ରହିବାକୁ ଦେଲେ ପରାମର୍ଶ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଆଲୋକର ପର୍ବ ସୁଖ ଶାନ୍ତି ଏବଂ ସମୃଦ୍ଧି ଆଣୁ ବୋଲି ସେ କହିଛନ୍ତି। କଳୁଷିତ ଅନ୍ଧକାର ଦୂରେଇ ଯାଇ ସବୁଠାରେ ପବିତ୍ର ପ୍ରକାଶ ବିଦ୍ୟମାନ ହେଉ ବୋଲ ରାଷ୍ଟ୍ରପତି କହିଛନ୍ତି।

ଏହା ସହିତ ଉତ୍ସବ ପାଳନ ସମୟରେ ପରିବେଶ ସୁରକ୍ଷାପ୍ରତି ସଚେତନ ରହିବାକୁ ସେ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଦୀପାବଳି ଉତ୍ସବ ସ୍ବଚ୍ଛତା ଏବଂ ସୁରକ୍ଷିତ ଭାବେ ପାଳନ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri