ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପରିବେଶ ସୁରକ୍ଷା ପ୍ରତି ସଚେତନ ରହିବାକୁ ଦେଲେ ପରାମର୍ଶ…

ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଆଲୋକର ପର୍ବ ସୁଖ ଶାନ୍ତି ଏବଂ ସମୃଦ୍ଧି ଆଣୁ ବୋଲି ସେ କହିଛନ୍ତି। କଳୁଷିତ ଅନ୍ଧକାର ଦୂରେଇ ଯାଇ ସବୁଠାରେ ପବିତ୍ର ପ୍ରକାଶ ବିଦ୍ୟମାନ ହେଉ ବୋଲ ରାଷ୍ଟ୍ରପତି କହିଛନ୍ତି।

ଏହା ସହିତ ଉତ୍ସବ ପାଳନ ସମୟରେ ପରିବେଶ ସୁରକ୍ଷାପ୍ରତି ସଚେତନ ରହିବାକୁ ସେ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଦୀପାବଳି ଉତ୍ସବ ସ୍ବଚ୍ଛତା ଏବଂ ସୁରକ୍ଷିତ ଭାବେ ପାଳନ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ମଦ ବୋତଲ ଖାଲି କରିଦେଲା ମୂଷା!

ଚେନ୍ନାଇ,୬।୭: ତାମିଲନାଡୁର ନୀଳଗିରିରେ ଏକ ମଦ ଦୋକାନରେ ମୂଷା ଆତଙ୍କ ଦେଖାଯାଇଛି। ୧୨ଟି ମଦ ବୋତଲ ମୂଷା କାଟି ଦେଖିଥିବା ମାମଲା ସାମ୍ନାକୁ ଆସିଛି। ସରକାରୀ...

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୨୭ ।୨: କରୋନା ମହାମାରୀ ସଂକ୍ରମଣ ଦେଶରେ ଲଗାତାର ଭାବେ ବଢି ଚାଲିଥିବା ବେଳେ ଏବେ ଅନ୍ତରାଷ୍ଟ୍ରୀୟ ବିମାନ ସେବା ଉପରେ ରୋକ ଲାଗିଛି ।...

ପ୍ରିୟଙ୍କା ଧରିବେ କଂଗ୍ରେସ ପ୍ରଚାର ମଙ୍ଗ

ନୂଆଦିଲ୍ଲୀ,୧୮।୧୦: ଉତ୍ତର ପ୍ରଦେଶରେ ଆସନ୍ତା ଫେବୃୟାରୀ-ମାର୍ଚ୍ଚ ଆଡ଼କୁ ବିଧାନସଭା ନିର୍ବାଚନ ହେବ। ଏଥିଲାଗି ତାରିଖ ଘୋଷଣାକୁ ଅନେକ ଦିନ ବାକି ଥିବାବେଳେ ସବୁ ରାଜନୈତିକ ଦଳ...

ଆଦିବାସୀ ନୃତ୍ୟରେ ସାମିଲ ହେଲେ ରାହୁଲ

ରାୟପୁର,୨୭।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଭିନ୍ନ ରୂପ ଦେଖିବାକୁ ମିଳିଛି। ରାହୁଲ ଏଥର ଆଦିବାସୀଙ୍କ ସହ ମିଶି ପାରମ୍ପରିକ ନୃତ୍ୟ କରୁଥିବା ଦେଖାଯାଇଛି।...

ସାବଧାନ! ଏଣିକି ଘରେ କୁକୁର ରଖିଲେ କରିବାକୁ ପଡ଼ିବ ଲାଇସେନ୍ସ, ଜାଣନ୍ତୁ ଏ ବାବଦରେ କେତେ ଅର୍ଥ ଦେବାକୁ ପଡ଼ିବ

ଡେରାଡୁନ,୨୪ା୧୦: ଏଣିକି ଘରେ କୁକୁର ରଖିବାକୁ ହେଲେ ଲାଇସେନ୍ସ କରିବାକୁ ପଡ଼ିବ। ଯଦି ଆପଣଙ୍କ ଘରେ କୁକୁର ଅଛି ଆଉ ଆପଣ ଏଥିପାଇଁ ଲାଇସେନ୍ସ କରିନାହାନ୍ତି...

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩...

ମହିଳାମାନଙ୍କୁ ନେଇ ଏଭଳିି କହିଲେ ସେନାମୁଖ୍ୟ

ପୁଣେ,୨୯।୧୦: ପୁଣେର ଏନଡିଏ ୧୪୧ତମ ପାଠ୍ୟକ୍ରମ ପରେଡ ସମୀକ୍ଷା ବୈଠକରେ ସେନାମୁଖ୍ୟ କ୍ୟାଡେଟ୍‌ମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ମୁଖ୍ୟ ଜେନେରାଲ...

ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର

ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ...

Advertisement
Archives

Model This Week