ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୮।୯: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ସେଲର ମିତ୍ତଲ-ନିପନ ଷ୍ଟିଲ୍‌ (ଏଏମ୍‌-ଏନ୍‌ଏସ୍‌) ଇଣ୍ଡିଆ ପକ୍ଷରୁ ବୁଧବାର ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ଓଡ଼ିଶା ଜଗରନଟ୍ସର ଖେଳାଳିମାନଙ୍କୁ ଉସତ୍ାହିତ କରିବା ନିମନ୍ତେ ଏକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ନିକଟରେ ପୁଣେଠାରେ ଶେଷ ହୋଇଥିବା ଭାରତର ପ୍ରଥମ ପେସାଦାର ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌-୨୦୨୨ର ଫାଇନାଲରେ ତେଲୁଗୁ ଯୋଦ୍ଧାସ୍‌କୁ ପରାସ୍ତକରି ଓଡ଼ିଶା ଜଗରନଟ୍ସ ଚାମ୍ପିୟନ ଆଖ୍ୟା ସହ ଟ୍ରଫି ହାସଲ କରିଥିଲା।

ଉକ୍ତ ସମାରୋହରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଏବଂ ଯୁବସେବା ବିଭାଗର କମିଶନର ତଥା ସଚିବ ଆର୍‌. ଭିନିଲକ୍ରିଷ୍ଣା ସମ୍ମାନିତ ଅତିଥିଭାବେ ଯୋଗଦେଇ କହିଛନ୍ତି, ଓଡ଼ିଶା ଦଳ ଫାଇନାଲରେ ଐତିହାସିକ ବିଜୟ ହାସଲ କରିଥିବାରୁ ଆମେ ଅତ୍ୟନ୍ତ ଗର୍ବ ଅନୁଭବ କରୁଛୁ। ସେହିଭଳି ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଏଚ୍‌ଆର୍‌ ଏବଂ ଆଡମିନିଷ୍ଟ୍ରେଶନର ଡେପୁଟି ଡାଇରେକ୍ଟର ସିଙ୍ଗୋ ନାକାମୁରା କହିଛନ୍ତି, ଚାମ୍ପିୟନଶିପ୍‌ରେ ଓଡ଼ିଶା ଜଗରନଟ୍ସର ଐତିହାସିକ ବିଜୟ ପାଇଁ ଦଳକୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଏଭଳି ଏକ ପଦକ୍ଷେପରେ ଓଡ଼ିଶା ସରକାରଙ୍କ ସହ ଆମର ସହଭାଗିତା ପାଇଁ କ୍ରୀଡ଼ା ବିଭାଗର ଉଦ୍ୟମକୁ ଆମେ ପ୍ରଶଂସା କରୁଛୁ। ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ବରିଷ୍ଠ ନେତୃତ୍ୱ ଏବଂ ବରିଷ୍ଠ ସରକାରୀ ଅଧିକାରୀଙ୍କ ଉପସ୍ଥିତିରେ ଆର୍‌.ଭିନିଲକ୍ରିଷ୍ଣା ଏବଂ ସିଙ୍ଗୋ ନାକାମୁରା ଓଡ଼ିଶା ଜଗରନଟ୍ସର ସଦସ୍ୟଙ୍କୁ ମେମେଣ୍ଟୋ ପ୍ରଦାନ କରି ସମ୍ମାନିତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?