Posted inଜାତୀୟ

କୋଲକାତାର ଦୁର୍ଗାପୂଜାକୁ ୟୁନେସ୍କୋର ଐତିହ୍ୟ ଟ୍ୟାଗ୍‌

କୋଲକାତା,୧୫।୧୨: କୋଲକାତାର ଦୁର୍ଗାପୂଜା ଉତ୍ସବ ଦେଶକୁ ଗୌରଭ ଆଣି ଦେଇଛି। ଏହି ଉତ୍ସବକୁ ବୁଧବାର ଐତିହ୍ୟ ମାନ୍ୟତା ଦେଇଛି ୟୁନେସ୍କୋ (ମିଳିତ ଜାତିସଂଘର ଶିକ୍ଷାଗତ, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ)। ଏହା ଦେଶ ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

“କୋଲକାତାରେ ହେଉଥିବା ଦୁର୍ଗା ପୂଜା ଉତ୍ସବକୁ ଏବେ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ଭାରତକୁ ଶୁଭେଚ୍ଛା“ ବୋଲି ୟୁନେସ୍କୋ ପକ୍ଷରୁ ଦୁର୍ଗା ମା’ଙ୍କ ଫଟୋ ସହ ଟୁଇଟ୍‌ କରାଯାଇଛି।

ୟୁନେସ୍କୋର ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି ଲେଖିଛନ୍ତି, ”ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବ ଏବଂ ଆନନ୍ଦର ବିଷୟ। ଦୁର୍ଗା ପୂଜା ଆମର ପରମ୍ପରା ଏବଂ ଦେଶର ନୈତିକତାକୁ ପ୍ରଦର୍ଶିତ କରେ। ସମସ୍ତେ କୋଲକାତାର ଦୁର୍ଗା ପୂଜାର ଅଭିଜ୍ଞତା ନେବା ଦରକାର“। ସେହିଭଳି ମୁଖ୍ୟମନ୍ତ୍ରୀ ମମତା ଟୁଇଟ୍‌ କରିଛନ୍ତି, ବେଙ୍ଗଲ ପାଇଁ ଗର୍ବର ବିଷୟ। ବିଶ୍ୱରେ ରହୁଥିବା ପ୍ରତ୍ୟେକ ବେଙ୍ଗଲି ପାଇଁ ଦୁର୍ଗାପୂଜା ଏକ ଉତ୍ସବଠାରୁ ଅଧିକ। ଆଉ ଏବେ ଦୁର୍ଗାପୂଜାକୁ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ମିଳିଛି। ଆମେ ସମସ୍ତେ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri