ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ତେସିଙ୍ଗା ଗ୍ରାମର ଦିବ୍ୟାଙ୍ଗ ରାଖାଲ କୁମାର ସେଠି କୃତିତ୍ୱ ହାସଲ କରିଛନ୍ତି। ସେ ବ୍ୟକ୍ତିଗତ ଭାବେ ୧ ରୌପ୍ୟ ଓ ୨ କାଂସ୍ୟ, ଦଳଗତ ଭାବେ ୧ ସ୍ବର୍ଣ୍ଣ ଓ ୨ ରୌପ୍ୟ ପଦକ ଜିତିଛନ୍ତି। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ସଦ୍‌ଭାବନା ସଭାଗୃହରେ ଜିଲାପାଳ ତ୍ରିଲୋଚନ ମାଝି ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ା ଅଧିକାରୀ ପଦ୍ମନ ରାୟ, ସାମାଜିକ ସୁରକ୍ଷା ଅଧିକାରୀ ସୁରେନ୍ଦ୍ର ଗୋମଙ୍ଗ, ତେସିଙ୍ଗା ନୟୀ ସୋଚ୍‌ ସଙ୍ଗଠନ ସମ୍ପାଦକ ଜ୍ୟୋତି ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri