ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ତେସିଙ୍ଗା ଗ୍ରାମର ଦିବ୍ୟାଙ୍ଗ ରାଖାଲ କୁମାର ସେଠି କୃତିତ୍ୱ ହାସଲ କରିଛନ୍ତି। ସେ ବ୍ୟକ୍ତିଗତ ଭାବେ ୧ ରୌପ୍ୟ ଓ ୨ କାଂସ୍ୟ, ଦଳଗତ ଭାବେ ୧ ସ୍ବର୍ଣ୍ଣ ଓ ୨ ରୌପ୍ୟ ପଦକ ଜିତିଛନ୍ତି। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ସଦ୍‌ଭାବନା ସଭାଗୃହରେ ଜିଲାପାଳ ତ୍ରିଲୋଚନ ମାଝି ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ା ଅଧିକାରୀ ପଦ୍ମନ ରାୟ, ସାମାଜିକ ସୁରକ୍ଷା ଅଧିକାରୀ ସୁରେନ୍ଦ୍ର ଗୋମଙ୍ଗ, ତେସିଙ୍ଗା ନୟୀ ସୋଚ୍‌ ସଙ୍ଗଠନ ସମ୍ପାଦକ ଜ୍ୟୋତି ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri