ବାଳିକା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା

କୁତ୍ରା,୧।୧(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କାର୍ଯ୍ୟାଳୟରେ ୧୬ ବର୍ଷ ଓଡ଼ିଶା ବାଳିକା ହକି ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ମାଲେସିଆରେ ଗତ ନଭେମ୍ବର ୨୬ରୁ ଡିସେମ୍ବର ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ୧୬ବର୍ଷ ବାଳିକା ହକି ମିରନ ୱାନ କପରେ ଓଡ଼ିଶା ଦଳ ଭାଗ ନେଇ ୫-୦ ଗୋଳରେ ବିଜୟ ହୋଇଥିଲେ। ଏଥିରେ କୁତ୍ରା ବ୍ଲକର ୫ ଜଣ ଖେଳାଳି ଖେଳିଥିଲେ ଏବଂ ପୁଣିଥରେ ସୁନ୍ଦରଗଡ଼ ପାଇଁ ଗୌରବ ଆଣି ଦେଇଛନ୍ତି। ଓଡ଼ିଶା ଦଳ ସମୁଦାୟ ୫ଟି ମ୍ୟାଚ ଖେଳିଥିବା ବେଳେ ଫାଇନାଲ ଖେଳ ଏସଏସଟିଏମଆଇ ସହିତ ଓଡିଶା ଦଳର ଖେଳ ହୋଇଥିଲା। ଏଥିରେ ୫-୦ ଗୋଲରେ ଓଡିଶା ବିଜୟ ଲାଭ କରି ରାଜ୍ୟ ନା ରଖିଛନ୍ତି। ଏଥି ପାଇଁ ଏହି ୫ଜଣ ଖେଳାଳିଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏଥିରେ ବିଡ଼ିଓ ରବିନ୍ଦ୍ର ସେଠି, ଜିପିଓ ନଗେନ୍ଦ୍ର ଦାସଙ୍କ ସହିତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri