ବାଲୁକାକଳାରେ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈଙ୍କୁ ଶୁଭେଚ୍ଛା

ଗଞ୍ଜାମ,୧ା୮(ଡି.ଏନ୍‌.ଏ.): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈ ଚାନୁଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ଗ୍ରାମର ଯୁବ ପ୍ରତିଭା ବାଲୁକାଶିଳ୍ପୀ ସଚ୍ଚିଦାନନ୍ଦ ପ୍ରଧାନ ବାଲୁକାକଳା ମାଧ୍ୟମରେ ମୀରାବାଈଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ଥାନୀୟ ପ୍ରସିଦ୍ଧ ବଟେଶ୍ୱର ବେଳାଭୂମିରେ ବାଲୁକାଶିଳ୍ପୀ ପ୍ରଧାନ ମୀରାବାଈଙ୍କ ପ୍ରତିକୃତି ନିର୍ମାଣ କରି ବଧାଇଜଣାଇଛନ୍ତି। ଏପରିକି ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁଙ୍କ ସ୍ବର୍ଣ୍ଣିମ ସଫଳତା ପାଇଁ ସ୍ଥାନୀୟ ଯୁବଗୋଷ୍ଠୀ, ବୁଦ୍ଧିଜୀବୀ ଏବଂ ପର୍ଯ୍ୟଟକ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri