ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।
ଏନେଇ ଅଂଶୁମାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି ଓ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଅଂଶୁମାନଙ୍କୁ ଏଭଳି ଗୁରୁ ଦାୟିତ୍ୱ ମିଳିଥିବାରୁ ଭାଜପା ନେତା ଓ କର୍ମୀଙ୍କ ଗହଣରେ ଖୁସି ପ୍ରକାଶ ପାଇଛି। ତାଙ୍କୁ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ, ରାଜ୍ୟ ଆଦିବାସୀ ମୋର୍ଚ୍ଚା ଉପ ସଭାନେତ୍ରୀ ମମିତା ନାଏକ, ଜିଲା ଭାଜପା ସମ୍ପାଦକ ହେମ ରଞ୍ଜନ ବାରିକ, ଜିଲା ଭାଜପା ଯୁବ ମୋର୍ଚ୍ଚା ସଭାପତି ଶବିର ଦାଶ, ସାହାର ପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ…

ତାରସିଂ ରେଞ୍ଜରେ  ହାତୀ ମୃତ୍ୟୁ: ଜେଟିଏଫ ଟିମ ଉପସ୍ଥିତିରେ ଚାଲିଛି ବ୍ୟବଚ୍ଛେଦ

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ନାରାୟଣପ୍ରସାଦ ରାସ୍ତା କଡ ଜଙ୍ଗଲରେ ଏକ  ହାତୀ ମୃତ୍ୟୁ ବରଣ କରିଥିବା ଖବର…

ଅସହ୍ୟ କଲାଣି ଚୋରା ମଦ କାରବାର: ଦଣ୍ଡିମା, ସିମନବାଡିରେ ଅବାଧରେ ଚାଲିଛି ବ୍ୟବସାୟ 

ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମଦକାରବାର ବଢିବାରେ ଲାଗିଛି ।ବିଶେଷ କରି ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଅଞ୍ଚଳରେ…

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ…

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri