ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି। ସେ ୨୦୨୪ ବ୍ୟାଚର IAS ଅଟନ୍ତି।

Share